ପ୍ରେରିତ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ। Gade chapit laଓଡିଆ ବାଇବେଲ3 ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ଭାବବାଦୀମାନେ ଉପବାସ ଓ ପ୍ରାର୍ଥନା କରି ସେହି ଦୁଇ ଜଣଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ପ୍ରଚାର କାର୍ଯ୍ୟରେ ପଠାଇଲେ। Gade chapit laପବିତ୍ର ବାଇବଲ3 ତେଣୁ ସେମାନେ ଉପବାସ ଓ ପ୍ରାର୍ଥନା କରିବା ପରେ ବର୍ଣ୍ଣବ୍ବା ଓ ଶାଉଲଙ୍କ ଉପରେ ହସ୍ତାର୍ପଣ କରି ବିଦାୟ କଲେ। Gade chapit la |