Biblia Todo Logo
Bib sou entènèt

- Piblisite -




ପ୍ରେରିତ 13:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ‘ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ।’”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତରେ କହିଅଛନ୍ତି, “ତୁମ୍ଭେ ଆପଣା ଭକ୍ତକୁ କ୍ଷୟ ପାଇବାକୁ ଦେବ ନାହିଁ।”

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ଶାସ୍ତ୍ରରେ ଆଉ ଗୋଟିଏ ସ୍ଥାନରେ ଲେଖାଅଛି, ‘ତୁମେ ଆପଣା ବିଶ୍ୱସ୍ତ ସେବକଙ୍କୁ ସମାଧିରେ କ୍ଷୟ ପାଇବାକୁ ଛାଡ଼ି ଦେବ ନାହିଁ।’

Gade chapit la Kopi

ପବିତ୍ର ବାଇବଲ

35 ପବିତ୍ର ବାକ୍ୟର ଅନ୍ୟ ସ୍ଥାନରେ ମଧ୍ୟ ଲେଖାଅଛି, ‘ତୁମ୍ଭେ ନିଜର ପବିତ୍ର ବ୍ୟକ୍ତିଙ୍କୁ କବରରେ କ୍ଷୟ ହେବାକୁ ଦେବ ନାହିଁ।’

Gade chapit la Kopi




ପ୍ରେରିତ 13:35
9 Referans Kwoze  

କାରଣ ତୁମ୍ଭେ ମୋʼ ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ; କିଅବା ତୁମ୍ଭେ ଆପଣା ପବିତ୍ର ଜନକୁ କ୍ଷୟ ପାଇବାକୁ ଦେବ ନାହିଁ।


ବିଶ୍ୱାସ ଦ୍ୱାରା ହନୋକ ମୃତ୍ୟୁଭୋଗ ନ କରି ଉର୍ଦ୍ଧ୍ବକୁ ଉତ୍ଥିତ ହେଲେ; ସେ ଆଉ ଦେଖାଗଲେ ନାହିଁ, କାରଣ ଈଶ୍ବର ତାହାଙ୍କୁ ଅନ୍ତର୍ହିତ କରିଥିଲେ। ସେ ଯେ ଈଶ୍ବରଙ୍କର ସନ୍ତୋଷପାତ୍ର, ଅନ୍ତର୍ହିତ ହେବା ପୂର୍ବେ ସେଥିର ସାକ୍ଷ୍ୟ ପ୍ରାପ୍ତ ହୋଇଥିଲେ;


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”


ଯେ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ମାତ୍ର ଯେ ପୁତ୍ରଙ୍କୁ ଅମାନ୍ୟ କରେ, ସେ ଜୀବନ ଦେଖିବ ନାହିଁ, କିନ୍ତୁ ସେ ଈଶ୍ବରଙ୍କ କ୍ରୋଧର ପାତ୍ର ହୋଇ ରହିଥାଏ।


ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ, ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା।


ଯେ ମୃତ୍ୟୁୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?


କାରଣ ସେମାନଙ୍କ ପ୍ରାଣର ମୁକ୍ତି ଦୁର୍ମୂଲ୍ୟ ଓ ଅନନ୍ତକାଳ ଅସାଧ୍ୟ।


Swiv nou:

Piblisite


Piblisite