ପ୍ରେରିତ 13:50 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT50 କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)50 କିନ୍ତୁ ଯିହୁଦୀମତାବଲମ୍ଵୀ ବିଜାତୀୟ ସମ୍ଭ୍ରାନ୍ତ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ। Gade chapit laଓଡିଆ ବାଇବେଲ50 କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ । Gade chapit laପବିତ୍ର ବାଇବଲ (CL) NT (BSI)50 କିନ୍ତୁ ଇହୁଦୀମାନେ ନଗରର ନେତୃସ୍ଥାନୀୟ ଲୋକମାନଙ୍କୁ ପ୍ରରୋଚିତ କରି ପାଉଲ ଓ ବର୍ଣ୍ଣବାଙ୍କ ଉପରେ ଉତ୍ପୀଡ଼ନ କରିବାକୁ ଲାଗିଲେ ଏବଂ ସେହି ଅଞ୍ଚଳକୁ ସେମାନଙ୍କୁ ବାହାର କରିଦେଲେ। Gade chapit laପବିତ୍ର ବାଇବଲ50 ଯିହୂଦୀୟମାନେ ଯିହୂଦୀଧର୍ମର ଉଚ୍ଚବଂଶୀୟ ସ୍ତ୍ରୀଲୋକଙ୍କୁ ଓ ନଗରର ମୁଖ୍ୟ ବ୍ୟକ୍ତିମାନଙ୍କୁ ଉତ୍ତେଜିତ କରାଇଲେ। ସେମାନେ ପାଉଲ ଓ ବର୍ଣ୍ଣବ୍ବା ବିରୁଦ୍ଧରେ ଅନ୍ୟମାନଙ୍କୁ ପ୍ରବର୍ତ୍ତାଇଲେ। ସେମାନେ ସେମାନଙ୍କୁ ତାଡ଼ନା କରିବା ଆରମ୍ଭ କଲେ ଓ ସେମାନଙ୍କୁ ସେହି ଅଞ୍ଚଳରୁ ବାହାର କରିଦେଲେ। Gade chapit la |
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।