ପ୍ରେରିତ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହଙ୍କୁ ପ୍ରବର୍ତ୍ତାଇଲେ, ପୁଣି ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ। Gade chapit laଓଡିଆ ବାଇବେଲ19 କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ପିସିଦିଆର ଆଣ୍ଟିୟୋଖ ଓ ଇକନିୟରୁ କେତେକ ଇହୁଦୀ ଆସିଥିଲେ, ସେମାନେ ଜନତାକୁ ମତାଇ ପାଉଲଙ୍କୁ ପ୍ରସ୍ତରାଘାତ କଲେ ଓ ତାଙ୍କୁ ମୃତ ବୋଲି ଭାବି ସହର ବାହାରକୁ ଘୋଷାରି ନେଲେ। Gade chapit laପବିତ୍ର ବାଇବଲ19 କିନ୍ତୁ ତା'ପରେ କେତେକ ଯିହୂଦୀ ଆନ୍ତିୟଖିଆ ଓ ଇକନିୟରୁ ଆସିଲେ। ସେମାନେ ଲୋକମାନଙ୍କୁ ମତାଇ ପାଉଲଙ୍କୁ ପଥର ମାରିଲେ। ସେ ମରିଗଲେଣି ଭାବି ସେମାନେ ତାହାଙ୍କୁ ନଗର ବାହାରକୁ ଟାଣି ଆଣିଲେ। Gade chapit la |