Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,

Gade chapit la Kopi

ଓଡିଆ ବାଇବେଲ

21 ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ପାଉଲ ଓ ବର୍ଣ୍ଣବା ଦର୍ବୀରେ ଶୁଭବାର୍ତ୍ତା ପ୍ରଚାର କରି ଅନେକ ଶିଷ୍ୟଙ୍କୁ ଲାଭ କଲେ। ତା’ପରେ ସେମାନେ ଲୁସ୍ତ୍ରା, ଦର୍ବୀ, ଇକନିୟ ଓ ପିସିଦିଆର ଆଣ୍ଟିୟୋଖକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ

21 ପାଉଲ ଓ ବର୍ଣ୍ଣ‌ବ୍‌‌ବା ଦର୍ବୀ ନଗରରେ ସୁସମାଗ୍ଭର ପ୍ରଗ୍ଭର କଲେ। ବହୁତ ଲୋକ ଯୀଶୁଙ୍କର ଶିଷ୍ୟ ହେଲେ। ତା'ପରେ ବର୍ଣ୍ଣ‌ବ୍‌‌ବା ଓ ପାଉଲ ଲୁସ୍ତ୍ରା, ଇକନିୟ ଓ ଆନ୍ତିୟଖିଆକୁ ଫେରିଗଲେ।

Gade chapit la Kopi




ପ୍ରେରିତ 14:21
14 Referans Kwoze  

କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।


ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ପାଉଲ ଓ ବର୍ଣ୍ଣବ୍ବା ଯିହୁଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୁଦୀ ଓ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ।


ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟ ସହରକୁ ଗଲେ,


ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।


ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆ ଦେଶରେ ଲୁସ୍ତ୍ରା ଓ ଦର୍ବୀ ସହର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,


ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ।


ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,


ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।


କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା।


ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା।


ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।


ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହିସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।


Swiv nou:

Piblisite


Piblisite