Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ।

Gade chapit la Kopi

ଓଡିଆ ବାଇବେଲ

25 ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

25 ସେଠାରେ ପର୍ଗାରେ ପ୍ରଚାର କରି ଆତ୍ତାଲିଆକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

25 ସେମାନେ ପର୍ଗୀରେ ସୁସମାଗ୍ଭର ପ୍ରଗ୍ଭର କଲାପରେ ଆତ୍ତାଲିଆ ନଗରରେ ପହଞ୍ଚିଲେ।

Gade chapit la Kopi




ପ୍ରେରିତ 14:25
4 Referans Kwoze  

ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି।


ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।


ସେଥିରେ ଏତେ ଲୋକ ଏକତ୍ର ହେଲେ ଯେ, ଦ୍ୱାର ପାଖରେ ସୁଦ୍ଧା ଆଉ ସ୍ଥାନ ରହିଲା ନାହିଁ, ପୁଣି, ସେ ସେମାନଙ୍କ ନିକଟରେ ବାକ୍ୟ ପ୍ରଚାର କରିବାକୁ ଲାଗିଲେ।


ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ଦେଶ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,


Swiv nou:

Piblisite


Piblisite