ପ୍ରେରିତ 14:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ। Gade chapit laପବିତ୍ର ବାଇବଲ (Re-edited) - (BSI)4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ, ଆଉ ଦଳେ ପ୍ରେରିତ-ମାନଙ୍କ ପକ୍ଷରେ। Gade chapit laଓଡିଆ ବାଇବେଲ4 କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ । Gade chapit laପବିତ୍ର ବାଇବଲ (CL) NT (BSI)4 ନଗରର ଲୋକମାନେ ଦୁଇ ଦଳରେ ବିଭକ୍ତ ହେଲେ। ସେମାନଙ୍କ ମଧ୍ୟରୁ କେତେ ଜଣ ଇହୁଦୀମାନଙ୍କୁ ଓ ଆଉ କେତେକ ପ୍ରେରିତ ଶିଷ୍ୟମାନଙ୍କୁ ସମର୍ଥନ କଲେ। Gade chapit laପବିତ୍ର ବାଇବଲ4 ନଗରର ଲୋକମାନେ ଦୁଇ ଦଳରେ ଭାଗ ହୋଇଗଲେ। କେତେକ ଯିହୂଦୀୟମାନଙ୍କ ପକ୍ଷରେ ଓ ଅନ୍ୟ ଦଳ ପ୍ରେରିତମାନଙ୍କ ପକ୍ଷରେ ଥିଲେ। Gade chapit la |