Biblia Todo Logo
Bib sou entènèt

- Piblisite -




ପ୍ରେରିତ 14:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେତେବେଳେ ଅଣଯିହୁଦୀ ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେତେବେଳେ ବିଜାତି ଓ ଯିହୁଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,

Gade chapit la Kopi

ଓଡିଆ ବାଇବେଲ

5 ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ତା’ପରେ କେତେକ ଅଣଇହୁଦୀ ଓ ଇହୁଦୀମାନେ ସେମାନଙ୍କ ନେତାମାନଙ୍କ ସହିତ ଏକଜୁଟ ହୋଇ ପ୍ରେରିତ ଶିଷ୍ୟମାନଙ୍କ ପ୍ରତି ଦୁର୍ବ୍ୟବହାର କରିବା ପାଇଁ ଓ ସେମାନଙ୍କୁ ପ୍ରସ୍ତରାଘାତ କରି ମାରି ଦେବା ପାଇଁ ସ୍ଥିର କଲେ।

Gade chapit la Kopi

ପବିତ୍ର ବାଇବଲ

5 ଅନ୍ୟଜାତୀୟ ଓ ଯିହୂଦୀୟ ଲୋକମାନେ ସେମାନଙ୍କ ସହ ଖରାପ ବ୍ୟବହାର କରିବା ପାଇଁ ଓ ସେମାନଙ୍କ ଉପରେ ପଥର ପକାଇବା ନିମନ୍ତେ ନେତାମାନଙ୍କ ସହିତ ମିଶିଲେ।

Gade chapit la Kopi




ପ୍ରେରିତ 14:5
16 Referans Kwoze  

କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୁଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ।


ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରା ସହରମାନଙ୍କରେ ମୋʼ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ।


କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,


କାରଣ ସେମାନେ ଏକଚିତ୍ତ ହୋଇ ପରାମର୍ଶ କରିଅଛନ୍ତି;


କିନ୍ତୁ ଯିହୁଦୀମାନେ ଲୋକସମୂହଙ୍କୁ ଦେଖି ଈର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାରେ ପ୍ରତିବାଦ କରିବାକୁ ଲାଗିଲେ।


କିନ୍ତୁ ଯିହୁଦୀମତାବଲମ୍ବୀ ଅଣଯିହୁଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୁଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ।


କିନ୍ତୁ ଯେଉଁ ଯିହୁଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୁଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ।


କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୁଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ।


ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ,


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣ ଈଶ୍ବରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ବରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ।


କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।


କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି।


Swiv nou:

Piblisite


Piblisite