ପ୍ରେରିତ 15:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ଵାରା ବିଜାତିମାନଙ୍କ ମଧ୍ୟରେ ଈଶ୍ଵର ଯେସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବୃତ୍ତା; ଶ୍ରବଣ କରିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ12 ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)12 ପାଉଲ ଓ ବର୍ଣ୍ଣବାଙ୍କ ଦ୍ୱାରା ଅଣଇହୁଦୀମାନଙ୍କ ମଧ୍ୟରେ ଈଶ୍ୱର ଯେଉଁ ସବୁ ଅଲୌକିକ କାର୍ଯ୍ୟ ଓ ଆଶ୍ଚର୍ଯ୍ୟ ବିଷୟ ସାଧନ କରିଥିଲେ, ସେମାନଙ୍କଠାରୁ ତାହାର ବିବରଣୀ ଶୁଣି ଦଳର ସମସ୍ତେ ନୀରବ ରହିବେ। Gade chapit laପବିତ୍ର ବାଇବଲ12 ତା'ପରେ ସମସ୍ତେ ନୀରବ ହୋଇଗଲେ। ସେମାନେ ବର୍ଣ୍ଣବ୍ବା ଓ ପାଉଲଙ୍କ କଥା ଶୁଣିଲେ। ପରମେଶ୍ୱର ଅନ୍ୟ ଜାତୀୟମାନଙ୍କ ମଧ୍ୟରେ ସେମାନଙ୍କ ଜରିଆରେ, ଯେଉଁସବୁ ଆଶ୍ଚର୍ଯ୍ୟକର୍ମ ଓ ଚିହ୍ନମାନ କରିଥିଲେ, ସେ ସବୁ ପାଉଲ ଓ ବର୍ଣ୍ଣବ୍ବା ବର୍ଣ୍ଣନା କଲେ। Gade chapit la |