Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ, ମୋହର କଥା ଶୁଣନ୍ତୁ।

Gade chapit la Kopi

ଓଡିଆ ବାଇବେଲ

13 ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ସେମାନେ କହି ସାରିବା ପରେ ଯାକୁବ କହିଲେ, “ହେ ଭାଇମାନେ, ମୋ’ କଥା ଶୁଣ!

Gade chapit la Kopi

ପବିତ୍ର ବାଇବଲ

13 ସେମାନେ କହିବାପରେ ଯାକୁବ ଉତ୍ତର ଦେଲେ, “ଭାଇମାନେ, ମୋ’ କଥା ଶୁଣ।

Gade chapit la Kopi




ପ୍ରେରିତ 15:13
15 Referans Kwoze  

କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।


ଈଶ୍ବରଙ୍କ ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର।


ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ। ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।


ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ।


ତହିଁ ଆରଦିନ ପାଉଲ ଆମ୍ଭମାନଙ୍କ ସହିତ ଯାକୁବଙ୍କ ଗୃହକୁ ଗଲେ, ଆଉ ସେ ସ୍ଥାନରେ ସମସ୍ତ ପ୍ରାଚୀନ ଉପସ୍ଥିତ ହେଲେ।


ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ। ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣ ନଗରରେ ବାସ କରିବା ପୂର୍ବେ ଯେତେବେଳେ ସେ ମେସୋପଟାମିଆ ଦେଶରେ ଥିଲେ, ସେତେବେଳେ ଗୌରବମୟ ଈଶ୍ବର ତାହାଙ୍କୁ ଦର୍ଶନ ଦେଇ କହିଲେ,


ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି-ସ୍ଥାନ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।


ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;


କିନ୍ତୁ ପିତର ଏଗାର ଜଣ ପ୍ରେରିତମାନଙ୍କ ସହିତ ଠିଆ ହୋଇ ଉଚ୍ଚସ୍ୱରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୁଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ।


କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍‌ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି, ଶଲୋମୀ ଥିଲେ;


ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।


Swiv nou:

Piblisite


Piblisite