Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି,

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଭାବବାଦୀମାନଙ୍କର ବାକ୍ୟ ଏହାକୁ ସଂପୂର୍ଣ୍ଣ ଭାବରେ ସମର୍ଥନ କରୁଛି। ଶାସ୍ତ୍ରରେ ଲେଖାଅଛି;

Gade chapit la Kopi

ପବିତ୍ର ବାଇବଲ

15 ଏହା ଭାବବାଦୀମାନେ ମଧ୍ୟ ଏହିକଥା କହିଅଛନ୍ତି। ଏହା ଏହିପରି ଲେଖାଯାଇଛି:

Gade chapit la Kopi




ପ୍ରେରିତ 15:15
4 Referans Kwoze  

କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, “‘ଆମ୍ଭେ ତୁମ୍ଭକୁ ଅଣଯିହୁଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ।’”


ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,


“‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା,


Swiv nou:

Piblisite


Piblisite