ପ୍ରେରିତ 15:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ। Gade chapit laପବିତ୍ର ବାଇବଲ (Re-edited) - (BSI)20 କିନ୍ତୁ ପ୍ରତିମା ସମ୍ଵନ୍ଧୀୟ ଅଶୁଚିତା, ପରଦାର, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ। Gade chapit laଓଡିଆ ବାଇବେଲ20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ । Gade chapit laପବିତ୍ର ବାଇବଲ (CL) NT (BSI)20 ବରଂ ସେମାନେ ଯେପରି ପ୍ରତିମାମାନଙ୍କୁ ଉତ୍ସର୍ଗ କରାଯାଇଥିବା କୌଣସି ଅଶୁଚି ଖାଦ୍ୟ ନ ଖାଆନ୍ତି, ଯୌନ ପାପରୁ ନିବୃତ୍ତ ହୁଅନ୍ତି, ଗଳା ଚିପା ଯାଇ ମରା ଯାଇଥିବା ପଶୁର ମାଂସ ଭୋଜନ ନ କରନ୍ତି - ଏ ସବୁ ବିଷୟରେ ପରାମର୍ଶ ଦେଇ ସେମାନଙ୍କ ନିକଟକୁ ଗୋଟିଏ ପତ୍ର ଲେଖିବା। Gade chapit laପବିତ୍ର ବାଇବଲ20 ଏହା ବଦଳରେ ଆମ୍ଭେ ସେମାନଙ୍କୁ ଲେଖିବା ଉଚିତ୍ ଯେ: ତୁମ୍ଭେମାନେ ମୂର୍ତ୍ତିମାନଙ୍କୁ ଦିଆଯାଉଥିବା ଅପବିତ୍ର ଖାଦ୍ୟ ଖାଅ ନାହିଁ। ଯୌନ ପାପ କର ନାହିଁ। ରକ୍ତ ଖାଅ ନାହିଁ। ତଣ୍ଟି ଚିପି ମରାଯାଇଥିବା କୌଣସି ପଶୁର ମାଂସ ଖାଅ ନାହିଁ। Gade chapit la |