Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହିସମସ୍ତ କଥା ଜଣାଇଦେବେ।

Gade chapit la Kopi

ଓଡିଆ ବାଇବେଲ

27 ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ଆମେ ଯିହୁଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛୁ। ଆମେ ଯାହା ଲେଖୁଛୁ, ସେମାନେ ବ୍ୟକ୍ତିଗତଭାବେ ତାହା ତୁମ୍ଭମାନଙ୍କୁ କହିବେ।

Gade chapit la Kopi

ପବିତ୍ର ବାଇବଲ

27 ସେଥିପାଇଁ ଆମ୍ଭେ ଯିହୂଦା ଓ ଶୀଲାଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଲୁ। ସେମାନେ ତୁମ୍ଭମାନଙ୍କୁ ମୌଖିକ ଭାବେ ମଧ୍ୟ ଏହିସବୁ କଥା କହିବେ।

Gade chapit la Kopi




ପ୍ରେରିତ 15:27
4 Referans Kwoze  

ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।


ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


Swiv nou:

Piblisite


Piblisite