ପ୍ରେରିତ 15:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୁଦୀମାନଙ୍କ ମନ-ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଅତଏବ, ମଣ୍ତଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ବିଜାତିମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ। Gade chapit laଓଡିଆ ବାଇବେଲ3 ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ । Gade chapit laପବିତ୍ର ବାଇବଲ (CL) NT (BSI)3 ମଣ୍ଡଳୀ ସେମାନଙ୍କ ଯାତ୍ରାର ସୁବିଧା କରିଦେଇ ପଠାଇଲା ଏବଂ ସେମାନେ ଫିନିସିଆ ଓ ଶମିରୋଣ ଦେଇ ଯିବା ସମୟରେ ଅଣଇହୁଦୀମାନେ କିପରି ମନ ପରିବର୍ତ୍ତନ କରି ଈଶ୍ୱରପରାୟଣ ହୋଇଛନ୍ତି, ସେ ବିଷୟ ଜଣାଇଲେ; ଏହି ସମ୍ବାଦ ଶୁଣି ବିଶ୍ୱାସୀମାନେ ଅତ୍ୟନ୍ତ ଆନନ୍ଦିତ ହେଲେ। Gade chapit laପବିତ୍ର ବାଇବଲ3 ଖ୍ରୀଷ୍ଟିୟ ମଣ୍ଡଳୀ ଦ୍ୱାରା ସେମାନଙ୍କୁ ପଠାଗଲା। ସେମାନେ ଫୈନୀକିଆ ଓ ଶମିରୋଣ ଦେଇ ଗଲେ। ଅନ୍ୟ ଜାତୀୟ ଲୋକମାନେ କିପରି ପରମେଶ୍ୱରଙ୍କ ପ୍ରତି ମନ ଫେରାଇଛନ୍ତି, ଏହା ସେମାନେ ସେଠାରେ କହିଲେ। ଏହା ଶୁଣି ଭାଇମାନେ ବହୁତ ଖୁସୀ ହେଲେ। Gade chapit la |