Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସେମାନେ ତାହା ପାଠ କରି ଆଶ୍ଵାସନା ପାଇ ଆନନ୍ଦିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

31 ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 ସେଠାକାର ବିଶ୍ୱାସୀମାନେ ଚିଠିଟିର ଉତ୍ସାହଜନକ ବାର୍ତ୍ତା ପଢ଼ି ଆନନ୍ଦରେ ପରିପୂର୍ଣ୍ଣ ହେଲେ।

Gade chapit la Kopi

ପବିତ୍ର ବାଇବଲ

31 ଆନ୍ତିୟଖିଆର ବିଶ୍ୱାସୀମାନେ ଏ ପତ୍ର ପଢ଼ି ଆନନ୍ଦିତ ହେଲେ। କାରଣ ଏହା ସେମାନଙ୍କୁ ଅନ୍ୟନ୍ତ ଉତ୍ସାହିତ କରିଥିଲା।

Gade chapit la Kopi




ପ୍ରେରିତ 15:31
8 Referans Kwoze  

କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।


ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।


ଏହି ପ୍ରକାରେ ମଣ୍ଡଳୀ-ସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା।


ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି?


ଏଥିମଧ୍ୟରେ କେତେକ ଲୋକ ଯିହୂଦିୟା ପ୍ରଦେଶରୁ ଆସି ଭାଇମାନଙ୍କୁ ଏହି ଶିକ୍ଷା ଦେବାକୁ ଲାଗିଲେ, ମୋଶାଙ୍କ ବିଧି ଅନୁସାରେ ତୁମ୍ଭମାନଙ୍କର ସୁନ୍ନତ ନ ହେଲେ ପରିତ୍ରାଣ ପାଇ ପାରିବ ନାହିଁ।


ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


Swiv nou:

Piblisite


Piblisite