Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,

Gade chapit la Kopi

ଓଡିଆ ବାଇବେଲ

37 ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ବର୍ଣ୍ଣବା ସେମାନଙ୍କ ସାଙ୍ଗରେ ଯୋହନ ନାମରେ ପରିଚିତ ମାର୍କଙ୍କୁ ନେବା ପାଇଁ ଇଚ୍ଛା କରିଥିଲେ,

Gade chapit la Kopi

ପବିତ୍ର ବାଇବଲ

37 ବର୍ଣ୍ଣ‌ବ୍‌‌ବା ସେମାନଙ୍କ ସହିତ ମାର୍କ ନାମରେ ପରିଚିତ ଯୋହନଙ୍କୁ ନେବା ପାଇଁ ଗ୍ଭହିଁଲେ।

Gade chapit la Kopi




ପ୍ରେରିତ 15:37
9 Referans Kwoze  

ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।


ଏବଂ ମୋହର ସହକର୍ମୀମାନେ ଯେ ମାର୍କ, ଆରିସ୍ତାର୍ଖ, ଦୀମା ଓ ଲୂକ, ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।


କେବଳ ଲୂକ ମୋ ସହିତ ଅଛନ୍ତି। ମାର୍କଙ୍କୁ ତୁମ୍ଭ ସଙ୍ଗରେ ନେଇଆସ, କାରଣ ମୋହର ସେବା ନିମନ୍ତେ ସେ ଉପକାରୀ।


ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,


ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ।


ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ।


ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ।


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


Swiv nou:

Piblisite


Piblisite