Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,

Gade chapit la Kopi

ଓଡିଆ ବାଇବେଲ

39 ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

39 ଏ ବିଷୟରେ ଭୀଷଣ ଯୁକ୍ତିତର୍କ ହେଲା ଓ ସେମାନଙ୍କର ବିଚ୍ଛେଦ ହେଲା। ବର୍ଣ୍ଣବା ମାର୍କଙ୍କୁ ନେଇ ସାଇପ୍ରସ୍‌ଙ୍କୁ ଜଳଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

39 ଏଥିପାଇଁ ସେମାନଙ୍କ ମଧ୍ୟରେ ଘୋର ମତଭେଦ ହେଲା। ଏହା ଫଳରେ, ପାଉଲ ଓ ବର୍ଣ୍ଣ‌ବ୍‌‌ବା ପରସ୍ପରଠାରୁ ଅଲଗା ହୋଇଗଲେ। ବର୍ଣ୍ଣ‌ବ୍‌‌ବା ମାର୍କଙ୍କୁ ନେଇ ଜଳ ପଥରେ କୂପ୍ର ଉପଦ୍ୱୀପକୁ ଗ୍ଭଲିଗଲେ।

Gade chapit la Kopi




ପ୍ରେରିତ 15:39
15 Referans Kwoze  

ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


ପୁଣି, ଯୋଷେଫ, ସାଇପ୍ରସ୍ ଦ୍ବୀପରୁ ଲେବୀ ବଂଶଜାତ ଜଣେ ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅର୍ଥାତ୍‍ ସାନ୍ତ୍ୱନାର ପୁତ୍ର),


ପାପ ନ କରି ସତ୍କର୍ମ କରେ, ଏପରି ଜଣେ ଧାର୍ମିକ ନିଶ୍ଚୟ ପୃଥିବୀରେ ନାହିଁ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ।


ଏହି ସମୟରେ, ଯେତେବେଳେ ଶିଷ୍ୟମାନଙ୍କର ସଂଖ୍ୟା ବୃଦ୍ଧି ପାଉଥିଲା, ସେତେବେଳେ ଗ୍ରୀକ୍‍ ଭାଷାବାଦୀ ଯିହୁଦୀ ବିଶ୍ୱାସୀମାନେ, ଏବ୍ରୀୟ ବିଶ୍ୱାସୀମାନଙ୍କ ବିପକ୍ଷରେ ବଚସା କରିବାକୁ ଲାଗିଲେ, କାରଣ ଦୈନିକ ଖାଦ୍ୟ ବିତରଣ କରିବାରେ ବିଧବାମାନଙ୍କୁ ଅବହେଳା କରାଯାଉଥିଲା।


ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ।


ମୁଁ ସବୁ ସିଦ୍ଧିର ଅନ୍ତ ଦେଖିଅଛି; ମାତ୍ର ତୁମ୍ଭର ଆଜ୍ଞା ସୀମାହୀନ। ମେମ୍‍।


ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।


ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ।


ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,


ତୁମ୍ଭମାନଙ୍କ ସହିତ ମନୋନୀତ ବାବିଲସ୍ଥ ମଣ୍ଡଳୀ ଓ ମୋହର ପୁତ୍ର ମାର୍କ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।


Swiv nou:

Piblisite


Piblisite