Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ଵାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,

Gade chapit la Kopi

ଓଡିଆ ବାଇବେଲ

40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କଲେ ଓ ବିଶ୍ୱାସୀମାନଙ୍କ ଦ୍ୱାର ପ୍ରଭୁଙ୍କଠାରେ ସମର୍ପିତ ହୋଇ ବିଦାୟ ନେଲେ।

Gade chapit la Kopi

ପବିତ୍ର ବାଇବଲ

40 ପାଉଲ ଶୀଲାଙ୍କୁ ତାହାଙ୍କ ସହିତ ନେବା ପାଇଁ ବାଛିଲେ। ଆନ୍ତିୟଖିଆରେ ଭାଇମାନେ ପାଉଲଙ୍କୁ ପ୍ରଭୁଙ୍କ ଅନୁଗ୍ରହ ଓ ତତ୍ତ୍ୱାବଧାନରେ ସମର୍ପଣ କରି ବିଦାୟ ଦେଲେ।

Gade chapit la Kopi




ପ୍ରେରିତ 15:40
14 Referans Kwoze  

ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ।


ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


କିନ୍ତୁ ମୁଁ ଯାହା ହୋଇଅଛି, ତାହା ଈଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋʼ ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋʼ ସହିତ ଥିବା ଈଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।


ମୋ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ବିଶ୍ୱାସ ସମ୍ବନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ। ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ପ୍ରଭୁ ତୁମ୍ଭ ଆତ୍ମାର ସହବର୍ତ୍ତୀ ହେଉନ୍ତୁ। ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ।


ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।


କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ।


ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୁଦୀମତାବଲମ୍ବୀ ଗ୍ରୀକ୍‍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।


Swiv nou:

Piblisite


Piblisite