Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ ସେ ସୁରିଆ ଓ କିଲିକିଆ ଦେଇ ଯାଉ ଯାଉ ମଣ୍ତଳୀସମୂହଙ୍କୁ ସୁସ୍ଥିର କଲେ।

Gade chapit la Kopi

ଓଡିଆ ବାଇବେଲ

41 ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

41 ସେ ମଣ୍ଡଳୀଗୁଡ଼ିକୁ ବଳିଷ୍ଠ କରି ସିରିଆ ଓ ସିଲିଷୀଆ ମଧ୍ୟ ଦେଇ ଯାତ୍ରା କଲେ।

Gade chapit la Kopi

ପବିତ୍ର ବାଇବଲ

41 ପାଉଲ ଓ ଶୀଲା ସିରିଆ ଓ କିଲିକିୟା ଦେଶ ଦେଇ ଗଲେ ଓ ମଣ୍ଡଳୀଗୁଡ଼ିକୁ ଶକ୍ତିଶାଳୀ ହେବା ପାଇଁ ସାହାଯ୍ୟ କଲେ।

Gade chapit la Kopi




ପ୍ରେରିତ 15:41
8 Referans Kwoze  

ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର।


ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି।


ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ।


ପରେ ସାଇପ୍ରସ୍ ଦ୍ୱୀପ ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟା ଅଞ୍ଚଳକୁ ଯାତ୍ରା କରି ସୋର ସହରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା।


କିନ୍ତୁ ଲିବର୍ତ୍ତୀନ, କୂରୀଣୀୟ ଓ ଆଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୁଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଏସିଆ ଅଞ୍ଚଳଗୁଡ଼ିକରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟା ଅଞ୍ଚଳକୁ ଯାତ୍ରା କଲେ। ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟା ସହରରେ ଆପଣା ମସ୍ତକ ମୁଣ୍ଡନ କରାଇଲେ।


ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ଅଞ୍ଚଳ ପର୍ଯ୍ୟନ୍ତ ବ୍ୟାପିଗଲା, ପୁଣି, ଲୋକେ ଭୂତଗ୍ରସ୍ତ, ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ, ଆଉ ସେ ସେମାନଙ୍କୁ ସୁସ୍ଥ କଲେ।


Swiv nou:

Piblisite


Piblisite