ପ୍ରେରିତ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)8 ଅନ୍ତର୍ଯ୍ୟାମୀ ଈଶ୍ଵର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। Gade chapit laଓଡିଆ ବାଇବେଲ8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)8 ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି। Gade chapit laପବିତ୍ର ବାଇବଲ8 ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି। Gade chapit la |
ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ।
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।