ପ୍ରେରିତ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରାତ୍ପର ଈଶ୍ଵରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉ ଅଛନ୍ତି। Gade chapit laଓଡିଆ ବାଇବେଲ17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)17 ସେ ପାଉଲ ଓ ଆମ ପଛେ ପଛେ ଆସି ଚିକ୍ରାର କରି କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ଈଶ୍ୱରଙ୍କ ସେବକ। ତୁମ୍ଭେମାନେ କିପରି ପରିତ୍ରାଣ ପାଇବ, ଏକଥା ସେମାନେ କହୁଛନ୍ତି।” Gade chapit laପବିତ୍ର ବାଇବଲ17 ସେ ପାଉଲ ଓ ଆମ୍ଭମାନଙ୍କର ଅନୁସରଣ କଲା ଓ ଜୋର୍ରେ କହିଲା, “ଏହି ଲୋକମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସେବକ। ସେମାନେ ତୁମ୍ଭମାନଙ୍କୁ ମୁକ୍ତିର ପଥ ବିଷୟରେ କହୁଛନ୍ତି।” Gade chapit la |
ନବୂଖଦ୍ନିତ୍ସର କହିଲା, “ଶଦ୍ରକ୍, ମୈଶକ୍ ଓ ଅବେଦ୍ନଗୋର ପରମେଶ୍ୱର ଧନ୍ୟ, ଯେହେତୁ ସେ ଆପଣା ଦୂତ ପଠାଇଲେ ଓ ତାହାଙ୍କର ଯେଉଁ ଦାସମାନେ ତାହାଙ୍କଠାରେ ବିଶ୍ୱାସ କଲେ ଓ ଆପଣାମାନଙ୍କର ପରମେଶ୍ୱର ବ୍ୟତୀତ ଯେପରି ଅନ୍ୟ କୌଣସି ଦେବତାକୁ ସେବା କିମ୍ବା ପ୍ରଣାମ ନ କରିବେ, ଏଥିପାଇଁ ରାଜାର ବାକ୍ୟ ଅନ୍ୟଥା କରି ଆପଣା ଆପଣା ଶରୀର ସମର୍ପଣ କଲେ, ସେ ସେମାନଙ୍କୁ ଉଦ୍ଧାର କଲେ।
ପୁଣି, ସେ ମନୁଷ୍ୟ-ସନ୍ତାନଗଣ ମଧ୍ୟରୁ ଦୂରୀକୃତ ହେଲେ; ତାଙ୍କର ଅନ୍ତଃକରଣ ପଶୁର ତୁଲ୍ୟ ହେଲା ଓ ବନ୍ୟ ଗର୍ଦ୍ଦଭ ସହିତ ତାଙ୍କର ବସତି ହେଲା; ସେ ବଳଦ ପରି ତୃଣ ଭୋଜନ କଲେ ଓ ତାଙ୍କର ଶରୀର ଆକାଶର କାକରରେ ତିନ୍ତିଲା; ଶେଷରେ ସେ ଜାଣିଲେ ଯେ, ସର୍ବୋପରିସ୍ଥ ପରମେଶ୍ୱର ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ତହିଁ ଉପରେ ଯାହାକୁ ତାହାଙ୍କର ଇଚ୍ଛା, ତାହାକୁ ସେ ନିଯୁକ୍ତ କରନ୍ତି।