ପ୍ରେରିତ 16:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)19 କିନ୍ତୁ ତାʼର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ। Gade chapit laଓଡିଆ ବାଇବେଲ19 କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ । Gade chapit laପବିତ୍ର ବାଇବଲ (CL) NT (BSI)19 ଯେତେବେଳେ ତାହାର ମାଲିକମାନେ ନିଜର ଅର୍ଥ ଉପାର୍ଜନ ପନ୍ଥା ହରାଇଛନ୍ତି ବୋଲି ଜାଣିଲେ, ପାଉଲ ଓ ଶୀଲାଙ୍କୁ ଧରି ସହରର କେନ୍ଦ୍ରସ୍ଥଳରେ ଥିବା ରୋମୀୟ କର୍ତ୍ତୃପକ୍ଷଙ୍କ ସମ୍ମୁଖରେ ଆଣି କହିଲେ, Gade chapit laପବିତ୍ର ବାଇବଲ19 ସେହି ବାଳିକାର ମାଲିକମାନେ ଏସବୁ ଦେଖିଲେ। ସେମାନେ ଜାଣି ପାରିଲେ ଯେ, ସେମାନେ ଆଉ ଏ ବାଳିକା ଦ୍ୱାରା ଧନ ଉପାର୍ଜନ କରି ପାରିବେ ନାହିଁ। ତେଣୁ ସେମାନେ ପାଉଲ ଓ ଶୀଲାଙ୍କୁ ଧରି ବଜାର ରାସ୍ତାକୁ ସେମାନଙ୍କୁ ଟାଣି ନେଲେ ଏବଂ ନଗରକତ୍ତୃର୍ପକ୍ଷଙ୍କ ଆଗରେ ସେମାନଙ୍କୁ ଠିଆ କରାଇଲେ। Gade chapit la |
ସେତେବେଳେ ସେମାନେ ରାଜାର ନିକଟକୁ ଯାଇ ରାଜକୀୟ ନିଷେଧ-ବିଧି ବିଷୟରେ ତାଙ୍କ ଛାମୁରେ କହିଲେ, ଯଥା; “ହେ ମହାରାଜ, ଯେଉଁ କୌଣସି ଲୋକ ତିରିଶ ଦିନ ମଧ୍ୟରେ ଆପଣଙ୍କ ବିନା କୌଣସି ଦେବତା କି ମନୁଷ୍ୟର ନିକଟରେ ପ୍ରାର୍ଥନା କରିବ, ସେ ସିଂହମାନଙ୍କ ଗର୍ତ୍ତରେ ନିକ୍ଷିପ୍ତ ହେବ, ଏପରି ଏକ ନିଷେଧ ପତ୍ରରେ କି ଆପଣ ସ୍ୱାକ୍ଷର କରି ନାହାନ୍ତି?” ରାଜା ଉତ୍ତର କରି କହିଲା, “ମାଦୀୟ ଓ ପାରସିକମାନଙ୍କର ଅଟଳ ବ୍ୟବସ୍ଥାନୁସାରେ ତାହା ସ୍ଥିର ହୋଇଅଛି।”