Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

21 ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ସେମାନେ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିନୀତି ଶିଖାଉଛନ୍ତି। ଆମେ ରୋମୀୟ ନାଗରିକ, ତେଣୁ ଏହିସବୁ ରୀତିନୀତି ଗ୍ରହଣ କରିପାରିବୁ ନାହିଁ; ସେଗୁଡ଼ିକୁ ଆମେ ପାଳନ କରିପାରିବୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ

21 ଆମ୍ଭେମାନେ ରୋମୀୟ। ଏଣୁ ଏମାନେ ଲୋକମାନଙ୍କୁ ଯେଉଁ କଥା କହୁଛନ୍ତି, ସେହି ପ୍ରଥାଗୁଡ଼ିକ ଆମ୍ଭମାନଙ୍କ ଗ୍ରହଣ ଯୋଗ୍ୟ ନୁହେଁ। ତେଣୁ ଆମ୍ଭେ ଏସବୁ କରି ପାରିବୁ ନାହିଁ।”

Gade chapit la Kopi




ପ୍ରେରିତ 16:21
6 Referans Kwoze  

ଏଥିଉତ୍ତାରେ ହାମନ୍‍ ଅକ୍ଷଶ୍ୱେରଶ ରାଜାଙ୍କୁ କହିଲେ, “ଆପଣଙ୍କ ରାଜ୍ୟର ସମସ୍ତ ପ୍ରଦେଶସ୍ଥ ଲୋକଙ୍କ ମଧ୍ୟରେ ଛିନ୍ନଭିନ୍ନ ଓ ପୃଥକୀକୃତ ଏକ ଦେଶୀୟ ଲୋକ ଅଛନ୍ତି; ଅନ୍ୟ ସକଳ ଲୋକଙ୍କର ବ୍ୟବସ୍ଥାଠାରୁ ସେମାନଙ୍କ ବ୍ୟବସ୍ଥା ଭିନ୍ନ, ମଧ୍ୟ ସେମାନେ ମହାରାଜାଙ୍କ ବ୍ୟବସ୍ଥା ମାନନ୍ତି ନାହିଁ; ଏଣୁ ସେମାନଙ୍କ ବ୍ୟବହାର ସହ୍ୟ କରିବା ମହାରାଜାଙ୍କର ଉଚିତ ନୁହେଁ।


ବିଶେଷରେ ଏହି କାରଣରୁ ଯେ, ଆପଣ ଯିହୁଦୀମାନଙ୍କ ମଧ୍ୟରେ ପ୍ରଚଳିତ ସମସ୍ତ ରୀତିନୀତି ଓ ମତାମତ ସମ୍ବନ୍ଧରେ ନିପୁଣ ଅଟନ୍ତି; ଏଥିପାଇଁ ଧୈର୍ଯ୍ୟ ଧରି ମୋହର କଥା ଶୁଣିବା ନିମନ୍ତେ ମୁଁ ଆପଣଙ୍କୁ ବିନତି କରୁଅଛି।


ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆ ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ।


ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।


କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ, ଦେଖ, ବିଶ୍ରାମବାର ଦିନରେ ଯାହା କରିବା ବିଧିସଙ୍ଗତ ନୁହେଁ, ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି।


ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି।


Swiv nou:

Piblisite


Piblisite