ପ୍ରେରିତ 16:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, Gade chapit laପବିତ୍ର ବାଇବଲ (Re-edited) - (BSI)29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, Gade chapit laଓଡିଆ ବାଇବେଲ29 ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, Gade chapit laପବିତ୍ର ବାଇବଲ (CL) NT (BSI)29 କାରାରକ୍ଷକ ପ୍ରଦୀପ ଅଣାଇଲେ ଓ ଭିତରକୁ ଦୌଡ଼ି ଆସ ଥରି ଥରି ପାଉଲ ଓ ଶୀଲାଙ୍କ ଗୋଡ଼ ତଳେ ପଡ଼ିଗଲେ। Gade chapit laପବିତ୍ର ବାଇବଲ29 ସେ ସଙ୍ଗେ ସଙ୍ଗେ ଗୋଟିଏ ଦ୍ୱୀପ ଆଣିବା ପାଇଁ ଆଦେଶ ଦେଇ ଦୌଡ଼ି ଆସି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କ ପାଦ ତଳେ ପଡ଼ିଗଲେ। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।
ସଦାପ୍ରଭୁଙ୍କ ବାକ୍ୟରେ କମ୍ପମାନ ହେଉଅଛ ଯେ “ତୁମ୍ଭେମାନେ, ତୁମ୍ଭେମାନେ ତାହାଙ୍କର ବାକ୍ୟ ଶୁଣ; ତୁମ୍ଭମାନଙ୍କର ଯେଉଁ ଭ୍ରାତୃଗଣ ତୁମ୍ଭମାନଙ୍କୁ ଘୃଣା କରନ୍ତି, ଆମ୍ଭ ନାମ ସକାଶେ ତୁମ୍ଭମାନଙ୍କୁ ଦୂର କରନ୍ତି, ସେମାନେ କହିଅଛନ୍ତି, ‘ଆମ୍ଭେମାନେ ଯେପରି ତୁମ୍ଭମାନଙ୍କର ଆନନ୍ଦ ଦେଖି ପାରିବା, ଏଥିପାଇଁ ସଦାପ୍ରଭୁ ମହିମାନ୍ୱିତ ହେଉନ୍ତୁ;’ ମାତ୍ର ସେମାନେ ଲଜ୍ଜିତ ହେବେ।