Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତାହାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍‍ ଲୋକ ବୋଲି ସମସ୍ତେ ଜାଣିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହିସବୁ ଅଞ୍ଚଳରେ ଥିବା ଯିହୁଦୀମାନଙ୍କ ହେତୁ ତାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ।

Gade chapit la Kopi

ଓଡିଆ ବାଇବେଲ

3 ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପାଉଲ ତାଙ୍କ ସହିତ ତୀମଥିଙ୍କୁ ନେବା ପାଇଁ ଚାହିଁଲେ, ତେଣୁ ତାଙ୍କୁ ସୁନ୍ନତ କଲେ। ଏହା କରିବାର କାରଣ, ତୀମଥିଙ୍କ ପିତା ଗ୍ରୀକ୍ ଲୋକ ଥିଲେ ବୋଲି ସେହି ସ୍ଥାନମାନଙ୍କରେ ବାସ କରୁଥିବା ଇହୁଦୀମାନେ ଜାଣିଥିଲେ।

Gade chapit la Kopi

ପବିତ୍ର ବାଇବଲ

3 ପାଉଲ ତୀମଥିଙ୍କୁ ନିଜ ସହିତ ନେବା ପାଇଁ ଇଚ୍ଛା କଲେ। ତାହାଙ୍କର ପିତା ଗ୍ରୀକ୍ ବୋଲି ସମସ୍ତେ ଜାଣିଥିଲେ। ତେଣୁ ପାଉଲ ତାହାଙ୍କୁ ଯିହୂଦୀମାନଙ୍କ ହେତୁ ସୁନ୍ନତ କରିଦେଲେ।

Gade chapit la Kopi




ପ୍ରେରିତ 16:3
10 Referans Kwoze  

ମାତ୍ର ମୋହର ସଙ୍ଗୀ ତୀତସ, ଯେ ଗ୍ରୀକ୍‍ ଲୋକ ଥିଲେ, ସେ ସୁଦ୍ଧା ସୁନ୍ନତ ହେବା ନିମନ୍ତେ ବାଧ୍ୟ କରାଯାଇ ନ ଥିଲେ;


ଯେପରି ମୁଁ ଯିହୁଦୀମାନଙ୍କୁ ଲାଭ କରିପାରେ, ଏଥିପାଇଁ ଯିହୁଦୀମାନଙ୍କ ନିକଟରେ ମୁଁ ଯିହୁଦୀ ପରି ହେଲି; ଯେପରି ମୋଶାଙ୍କ ବ୍ୟବସ୍ଥା ଅଧୀନରେ ଥିବା ଲୋକମାନଙ୍କୁ ଲାଭ କରିପାରେ, ଏଥିପାଇଁ ମୁଁ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନ ହେଲେ ସୁଦ୍ଧା ମୋଶାଙ୍କ ବ୍ୟବସ୍ଥା ଅଧୀନ ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥା ଅଧୀନର ପରି ହେଲି।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।


(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),


ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଈଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।


କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,


ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା,


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ।


Swiv nou:

Piblisite


Piblisite