ପ୍ରେରିତ 16:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ। Gade chapit laପବିତ୍ର ବାଇବଲ (Re-edited) - (BSI)35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ। Gade chapit laଓଡିଆ ବାଇବେଲ35 ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ । Gade chapit laପବିତ୍ର ବାଇବଲ (CL) NT (BSI)35 ପରଦିନ ସକାଳେ ରୋମୀୟ କର୍ତ୍ତୃପକ୍ଷ ସିପାହୀମାନଙ୍କୁ ଏହି ଆଦେଶ ଦେଇ ପଠାଇଲେ, “ସେହି ଲୋକମାନଙ୍କୁ ଛାଡ଼ି ଦିଅ।” Gade chapit laପବିତ୍ର ବାଇବଲ35 ସକାଳ ହେବାରୁ ବିଗ୍ଭରକର୍ତ୍ତାମାନେ “ସେ ଲୋକମାନଙ୍କୁ ଛାଡ଼ିଦିଅ” ଏହି ବାର୍ତ୍ତା ଦେଇ କେତେକ ସୈନିକଙ୍କୁ ପଠାଇଲେ। Gade chapit la |
ସଦାପ୍ରଭୁ କହନ୍ତି, ତୁମ୍ଭେମାନେ କି ଆମ୍ଭକୁ ଭୟ କରୁ ନାହଁ? ସମୁଦ୍ର ଯେପରି ଉଲ୍ଲଙ୍ଘନ କରି ନ ପାରିବ, ଏଥିପାଇଁ ନିତ୍ୟସ୍ଥାୟୀ ବିଧିକ୍ରମେ ତହିଁର ସୀମା ରୂପେ ବାଲୁକା ସ୍ଥାପନ କରିଅଛୁ ଯେ ଆମ୍ଭେ, ଆମ୍ଭ ସାକ୍ଷାତରେ ତୁମ୍ଭେମାନେ କି କମ୍ପବାନ ହେବ ନାହିଁ? ତହିଁର ତରଙ୍ଗମାଳା ଉଚ୍ଚକୁ ଉଠେ, ତଥାପି କୃତାର୍ଥ ହୋଇପାରେ ନାହିଁ, କଲ୍ଲୋଳ ଧ୍ୱନି କରେ, ତଥାପି ସୀମା ଅତିକ୍ରମ କରିପାରେ ନାହିଁ।