ପ୍ରେରିତ 16:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ଆଉ, ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ। Gade chapit laଓଡିଆ ବାଇବେଲ39 ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ । Gade chapit laପବିତ୍ର ବାଇବଲ (CL) NT (BSI)39 ତା’ପରେ ଯାଇ ସେମାନଙ୍କ ନିକଟରେ କ୍ଷମା ଭିକ୍ଷା କଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତ କରି ନଗର ଛାଡ଼ି ଚାଲି ଯିବାକୁ ଅନୁରୋଧ କଲେ। Gade chapit laପବିତ୍ର ବାଇବଲ39 ତେଣୁ ସେମାନେ ଆସି ପାଉଲ ଓ ଶୀଲାଙ୍କୁ କ୍ଷମା ମାଗିଲେ ଓ ସେମାନଙ୍କୁ କାରାଗାରରୁ ମୁକ୍ତକଲେ। ତା'ପରେ ସେମାନେ ପାଉଲ ଓ ଶୀଲାଙ୍କୁ ନଗର ଛାଡ଼ିବା ପାଇଁ ଅନୁରୋଧ କଲେ। Gade chapit la |
ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ‘ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।’”