Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ।

Gade chapit la Kopi

ଓଡିଆ ବାଇବେଲ

40 ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

40 ପାଉଲ ଓ ଶୀଲା କାରାଗାର ଛାଡ଼ି ଲୁଦିଆଙ୍କ ଘରକୁ ଗଲେ। ସେଠାରେ ସେମାନେ ବିଶ୍ୱାସୀମାନଙ୍କୁ ସାକ୍ଷାତ କଲେ ଓ ସେମାନଙ୍କୁ ଉତ୍ସାହିତ କରି ସେହି ସ୍ଥାନ ଛାଡ଼ିଲେ।

Gade chapit la Kopi

ପବିତ୍ର ବାଇବଲ

40 ପାଉଲ ଓ ଶୀଲା କାରାଗାରରୁ ବାହାରକୁ ଆସି ଲୁଦିୟାର ଘରକୁ ଆସିଲେ। ସେଠାରେ ଭାଇମାନଙ୍କୁ ଦେଖି ସେମାନେ ସେମାନଙ୍କୁ ଉତ୍ସାହର ବାଣୀ ଶୁଣାଇଲେ। ତା'ପରେ ସେମାନେ ସେ ସ୍ଥାନରୁ ଗ୍ଭଲିଗଲେ।

Gade chapit la Kopi




ପ୍ରେରିତ 16:40
10 Referans Kwoze  

ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ବରଭକ୍ତିନୀ ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ। ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି, ଏଥିନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ।


ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହିସବୁ ଜଣାଇଲେ।


ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


Swiv nou:

Piblisite


Piblisite