ପ୍ରେରିତ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ। Gade chapit laଓଡିଆ ବାଇବେଲ10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ରାତି ହେବାକ୍ଷଣି ବିଶ୍ୱାସୀମାନେ ପାଉଲ ଓ ଶୀଲାଙ୍କୁ ବେରିଆକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ସମାଜ ଗୃହକୁ ଗଲେ। Gade chapit laପବିତ୍ର ବାଇବଲ10 ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ। Gade chapit la |