Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଥୀନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

16 ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଆଥେନ୍ସ୍ରେ ଶୀଲା ଓ ତୀମଥିଙ୍କର ପ୍ରତୀକ୍ଷାରେ ଥିବା ସମୟରେ ନଗରୀଟି ଦେବ ପ୍ରତିମାରେ ପୂର୍ଣ୍ଣ ହୋଇଥିବା ଲକ୍ଷ୍ୟ କରି ପାଉଲ ଅତ୍ୟନ୍ତ କ୍ଷୁବ୍ଧ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ପାଉଲ ଆଥୀନୀ ନଗରରେ ଶୀଲା ଓ ତୀମଥିଙ୍କୁ ଅପେକ୍ଷା କରିଥା’ନ୍ତି। ନଗର ସାରା ମୂର୍ତ୍ତିଗୁଡ଼ିକରେ ପୂର୍ଣ୍ଣ ହୋଇଥିବାର ଦେଖି ସେ ହୃଦୟରେ ଅତି ମାତ୍ରାରେ ବିବ୍ରତ ହୋଇ ପଡ଼ିଲେ।

Gade chapit la Kopi




ପ୍ରେରିତ 17:16
20 Referans Kwoze  

ମୁଁ ବିଶ୍ୱାସଘାତକମାନଙ୍କୁ ଦେଖି ଦୁଃଖିତ ହେଲି; କାରଣ ସେମାନେ ତୁମ୍ଭର ବାକ୍ୟ ମାନନ୍ତି ନାହିଁ।


ପୁଣି, ସେ ଦୂରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, “ହାତ ବଢ଼ାଅ।” ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା।


ମାତ୍ର ଯାକୁବକୁ ତାହାର ଆଜ୍ଞାଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


ଯଦି ପୁଣି, “ମୁଁ ତାହାଙ୍କ ବିଷୟ କହିବି ନାହିଁ, କିଅବା ତାହାଙ୍କ ନାମରେ ଆଉ କଥା କହିବି ନାହିଁ,” ଯଦି ମୁଁ ଏହା କହେ, ତେବେ ମୋର ଅସ୍ଥି ମଧ୍ୟରେ ରୁଦ୍ଧ ଦାହକାରୀ ଅଗ୍ନି ମୋʼ ହୃଦୟରେ ଥିଲା ପରି ହୁଏ, ଆଉ ମୁଁ ତାହା ସମ୍ଭାଳି ରଖିବାରେ କ୍ଳାନ୍ତ ହୋଇ ନୀରବ ହୋଇ ନ ପାରେ।


କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋʼ ଉପରେ ପଡ଼ିଅଛି।


ତହୁଁ ସେ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭ ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋହର ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


ତହୁଁ ଏଲୀୟ କହିଲେ, “ମୁଁ ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱରଙ୍କ ପକ୍ଷରେ ଅତ୍ୟନ୍ତ ଉଦ୍‍ଯୋଗୀ ହେଲି; କାରଣ ଇସ୍ରାଏଲ-ସନ୍ତାନଗଣ ତୁମ୍ଭ ନିୟମ ପରିତ୍ୟାଗ କଲେ, ତୁମ୍ଭର ଯଜ୍ଞବେଦିସବୁ ଉତ୍ପାଟନ କଲେ ଓ ତୁମ୍ଭ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଖଡ୍ଗରେ ବଧ କଲେ; ତହିଁରେ ମୁଁ, କେବଳ ମୁଁ ଅବଶିଷ୍ଟ ରହିଲି; ଆଉ ସେମାନେ ମୋʼ ପ୍ରାଣ ନେବାକୁ ଅନ୍ୱେଷଣ କରୁଅଛନ୍ତି।”


କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।


ସେତେବେଳେ ଯିହୁଦୀମାନଙ୍କର ନିସ୍ତାର ପର୍ବ ସନ୍ନିକଟ ହୋଇଥିଲା, ଆଉ ଯୀଶୁ ଯିରୂଶାଲମ ସହରକୁ ଗଲେ।


କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଆଥିନୀ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତି ଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ।


ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ।


ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀ ସହରରୁ ପ୍ରସ୍ଥାନ କରି କରିନ୍ଥ ସହରକୁ ଆସିଲେ।


ଏବେ ଦେଖ, ମୁଁ ଆତ୍ମାରେ ପ୍ରେରଣା ପାଇ ଯିରୂଶାଲମ ସହରକୁ ଯାଉଅଛି, ସେ ସ୍ଥାନରେ ମୋ ପ୍ରତି କଅଣ ସବୁ ଘଟିବ, ତାହା ମୁଁ ଜାଣେ ନାହିଁ;


ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ;


Swiv nou:

Piblisite


Piblisite