Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପରେ ସେମାନେ ତାଙ୍କୁ ଆରୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କʼଣ ବୋଲି ଆମ୍ଭେମାନେ ଜାଣି ପାରିବା କି?

Gade chapit la Kopi

ଓଡିଆ ବାଇବେଲ

19 ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କ'ଣ ବୋଲି ଆମ୍ଭେମାନେ ଜାଣି ପାରିବା କି ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ସେଥିପାଇଁ ସେମାନେ ପାଉଲଙ୍କୁ ଧରିନେଲେ ଓ ତାଙ୍କୁ ଏରୀୟ ପାଗସ୍ ନାମକ ପୌର ସଭାକୁ ଆଣି କହିଲେ, “ଆପଣ ଯେଉଁ ନୂତନ ଶିକ୍ଷା ସମ୍ବନ୍ଧରେ କହୁଛନ୍ତି, ସେ ବିଷୟରେ ଆମେ ଜାଣିବାକୁ ଚାହୁଁ।”

Gade chapit la Kopi

ପବିତ୍ର ବାଇବଲ

19 ସେମାନେ ପାଉଲଙ୍କୁ ଆରୟପାଗ ସଭା ପାଖକୁ ନେଇଗଲେ। ସେମାନେ ତାହାଙ୍କୁ ପଗ୍ଭରିଲେ, “ତୁମ୍ଭେ ଉପଦେଶ ଦେଉଥିବା ଏହି ନୂଆ ଶିକ୍ଷା କ’ଣ, ତାହା ଆମ୍ଭେ ଜାଣି ପାରିବୁ କି?

Gade chapit la Kopi




ପ୍ରେରିତ 17:19
12 Referans Kwoze  

ଏଥିରେ ସମସ୍ତେ ଏତେ ବିସ୍ମୟାନ୍ୱିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।


ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି।


ସେଥିରେ ଆଗ୍ରିପ୍ପା ପାଉଲଙ୍କୁ କହିଲେ, ତୁମ୍ଭକୁ ଆପଣା ସପକ୍ଷରେ କଥା କହିବା ନିମନ୍ତେ ଅନୁମତି ଦିଆଗଲା। ସେଥିରେ ପାଉଲ ହସ୍ତ ବିସ୍ତାର କରି ଆପଣା ପକ୍ଷ ସମର୍ଥନ କରିବାକୁ ଲାଗିଲେ,


ସେଥିରେ ଆଗ୍ରିପ୍ପା ଫେଷ୍ଟସ୍‌ଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ।


କେତେକ ଦିନ ପରେ ଫେଲୀକ୍ସ୍‌ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୁଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।


କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ।


ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।


ପୁଣି, ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ; ତାହା ସେମାନଙ୍କ ଓ ଅଣଯିହୁଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ।


କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।


ସହସ୍ର-ସେନାପତି ତାହାକୁ ହାତ ଧରି ତାହାକୁ ନିର୍ଜନକୁ ନେଇଯାଇ ପଚାରିଲେ, ମୋତେ ଜଣାଇବା ନିମନ୍ତେ ତୁମ୍ଭର କଅଣ ଅଛି?


ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”


Swiv nou:

Piblisite


Piblisite