Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ସେମାନେ ଯେପରି ଈଶ୍ଵରଙ୍କର ଅନ୍ଵେଷଣ କରି କାଳେ ଦରାଣ୍ତି ଦରାଣ୍ତି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି।

Gade chapit la Kopi

ଓଡିଆ ବାଇବେଲ

27 ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ତାଙ୍କର ଉଦ୍ଦେଶ୍ୟ ଥିଲା, ସମସ୍ତେ ଯେପରି ତାଙ୍କର ଅନ୍ୱେଷଣ କରି ତାଙ୍କୁ ପାଇବେ। କିନ୍ତୁ ପ୍ରକୃତରେ ଈଶ୍ୱର କାହାରିଠାରୁ ଦୂରବର୍ତ୍ତୀ ନୁହଁନ୍ତି।

Gade chapit la Kopi

ପବିତ୍ର ବାଇବଲ

27 “ଯେପରି ସେମାନେ ପରମେଶ୍ୱରଙ୍କୁ ଖୋଜି ପାଇ ପାରିବେ। ସେମାନେ ତାହାଙ୍କ ନିକଟକୁ ଯାଇ ତାହାଙ୍କୁ ପାଇବା ପାଇଁ ଚେଷ୍ଟା କରି ପାରନ୍ତି ଯଦ୍ୟପି ସେ ଆମ୍ଭମାନଙ୍କ ମଧ୍ୟରୁ କାହାରିଠାରୁ ଦୂରରେ ନାହାନ୍ତି।

Gade chapit la Kopi




ପ୍ରେରିତ 17:27
9 Referans Kwoze  

ଯେହେତୁ ଆମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରୁ, ସେସମୟରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେପରି ଆମ୍ଭମାନଙ୍କର ନିକଟବର୍ତ୍ତୀ ହୁଅନ୍ତି, ସେପରି ଆଉ କେଉଁ ମହାଗୋଷ୍ଠୀର ପରମେଶ୍ୱର ସେମାନଙ୍କର ନିକଟବର୍ତ୍ତୀ ହୁଅନ୍ତି?


ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି।


ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍‍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ।


କିମ୍ବା ଈଶ୍ବରଙ୍କ କୃପା ଯେ ତୁମ୍ଭକୁ ମନ-ପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର ଉତ୍ତମତା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?


ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି।


ମାତ୍ର, ପରମେଶ୍ୱର କʼଣ ପୃଥିବୀରେ ନିତାନ୍ତ ବାସ କରିବେ? ଦେଖ, ସ୍ୱର୍ଗ ଓ ସ୍ୱର୍ଗର (ଉପରିସ୍ଥ) ସ୍ୱର୍ଗ ତୁମ୍ଭକୁ ଧାରଣ କରି ନ ପାରେ; ତେବେ ମୋʼ ନିର୍ମିତ ଏହି ଗୃହ କʼଣ ପାରିବ?


Swiv nou:

Piblisite


Piblisite