Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ପରେ ସେମାନେ ଯାସୋନ ଓ ତାଙ୍କ ସଙ୍ଗୀମାନଙ୍କ-ଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ିଦେଲେ।

Gade chapit la Kopi

ଓଡିଆ ବାଇବେଲ

9 ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ି ଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 କର୍ତ୍ତୃପକ୍ଷମାନେ ଯେସନ୍ ଓ ବିଶ୍ୱାସୀମାନଙ୍କଠାରୁ ଅର୍ଥ ନେଇ ସେମାନଙ୍କୁ ଜାମିନ୍ରେ ଛାଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

9 ପରେ ସେମାନେ ଯାସୋନ ଓ ଅନ୍ୟମାନଙ୍କଠାରୁ ଜାମିନ ନେଇ ଛାଡ଼ି ଦେଲେ।

Gade chapit la Kopi




ପ୍ରେରିତ 17:9
2 Referans Kwoze  

କିନ୍ତୁ ଯିହୁଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ।


ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ।


Swiv nou:

Piblisite


Piblisite