ପ୍ରେରିତ 18:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ବରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହି ଲୋକଟା ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ଵରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉ ଅଛି। Gade chapit laଓଡିଆ ବାଇବେଲ13 ଏହି ଲୋକଟା ମୋଶାଙ୍କ ବ୍ୟବସ୍ଥାର ବିପରୀତ ଭାବରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ବାଧ୍ୟ କରେ । Gade chapit laପବିତ୍ର ବାଇବଲ (CL) NT (BSI)13 ସେମାନେ କହିଲେ, “ଏହି ଲୋକ ଆମ ବ୍ୟବସ୍ଥା ବିରୁଦ୍ଧ ରୀତିରେ ଈଶ୍ୱରଙ୍କ ଉପାସନା କରିବାକୁ ଲୋକମାନଙ୍କୁ ପ୍ରବର୍ତ୍ତାଉଛି।” Gade chapit laପବିତ୍ର ବାଇବଲ13 ସେମାନେ କହିଲେ, “ଏହି ଲୋକ ଯେଉଁ ଉପାୟରେ ପରମେଶ୍ୱରଙ୍କ ଉପାସନା କରିବା ପାଇଁ ଲୋକମାନଙ୍କୁ ମତାଇ ଅଛି, ତାହା ଆମ୍ଭ ବ୍ୟବସ୍ଥାର ବିରୁଦ୍ଧ ଅଟେ।” Gade chapit la |