ପ୍ରେରିତ 18:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା, ତେବେ, ହେ ଯିହୁଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାଆନ୍ତା, Gade chapit laପବିତ୍ର ବାଇବଲ (Re-edited) - (BSI)14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲିୟୋନ୍ ଯିହୁଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାଆନ୍ତା ତେବେ, ହେ ଯିହୁଦୀମାନେ, ଧୀର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତି ସଙ୍ଗତ ହୋଇଥାଆନ୍ତା; Gade chapit laଓଡିଆ ବାଇବେଲ14 କିନ୍ତୁ ପାଉଲ ମୁଖ ଫିଟାଇ କଥା କହିବାକୁ ଉଦ୍ୟତ ହୁଅନ୍ତେ, ଗାଲ୍ଲୀୟୋନ୍ ଯିହୂଦୀମାନଙ୍କୁ କହିଲେ, କୌଣସି ପ୍ରକାର ଅନ୍ୟାୟ ବା ଦୁଷ୍କର୍ମ ଯଦି ହୋଇଥାନ୍ତା, ତେବେ, ହେ ଯିହୂଦୀମାନେ, ଧିର ହୋଇ ତୁମ୍ଭମାନଙ୍କର କଥା ଶୁଣିବା ଯୁକ୍ତିସଙ୍ଗତ ହୋଇଥାନ୍ତା, Gade chapit laପବିତ୍ର ବାଇବଲ (CL) NT (BSI)14 ପାଉଲ ଉତ୍ତର ଦେବାକୁ ଉଦ୍ୟତ ହେବା ସମୟରେ, ଗାଲିୟୋ ଇହୁଦୀମାନଙ୍କୁ କହିଲେ, “ଯଦି ଏଥିରେ କୌଣସି ଦୋଷ ବା ଅପରାଧର ବିଷୟ ଥାଏ, ତେବେ ତୁମ ପ୍ରତି ସହିଷ୍ଣୁ ହୋଇ ତୁମ କଥା ଶୁଣିବା ମୋ’ ପକ୍ଷରେ ଯୁକ୍ତିଯୁକ୍ତ ହେବ। Gade chapit laପବିତ୍ର ବାଇବଲ14 ପାଉଲ କହିବା ଆରମ୍ଭ କହିବା ମାତ୍ରେ ଗାଲ୍ଲିୟୋନ୍ ଯିହୂଦୀୟମାନଙ୍କୁ କହିଲେ, “ଯଦି ଏହା କୌଣସି ଅପରାଧ ବା କୌଣସି ସାଂଘାତିକ ଦୁର୍ବ୍ୟବହାର ବିଷୟରେ ଅଭିଯୋଗ ହୋଇଥା’ନ୍ତା, ତେବେ ତୁମ୍ଭମାନଙ୍କର କଥା ଶୁଣିବା ମୋର କର୍ତ୍ତବ୍ୟ ହୋଇଥା’ନ୍ତା, Gade chapit la |
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହିସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରିପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି।