Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ।

Gade chapit la Kopi

ଓଡିଆ ବାଇବେଲ

16 ପୁଣି, ସେ ସେମାନଙ୍କୁ ବିଚାରାସନ ସମ୍ମୁଖରୁ ତଡ଼ିଦେଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଏହା କହି ସେ ସେମାନଙ୍କୁ ବିଚାରାଳୟରୁ ତଡ଼ି ଦେଲେ।

Gade chapit la Kopi

ପବିତ୍ର ବାଇବଲ

16 ସେ ଏହା କହି ସେମାନଙ୍କୁ ଅଦାଲତରୁ ବାହାର କରିଦେଲେ।

Gade chapit la Kopi




ପ୍ରେରିତ 18:16
5 Referans Kwoze  

କିନ୍ତୁ ପୃଥିବୀ ଆପଣା ମୁଖ ଫିଟାଇ ସର୍ପର ମୁଖରୁ ଉଦ୍‌‌ଗାରିତ ନଦୀକୁ ଗ୍ରାସ କରି ସେହି ସ୍ତ୍ରୀଙ୍କୁ ସାହାଯ୍ୟ କଲା।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି।


ସେଥିରେ ସମସ୍ତେ ସମାଜଗୃହର ଅଧ୍ୟକ୍ଷ ସୋସ୍ଥିନାଙ୍କୁ ଧରି ବିଚାରାସନ ସମ୍ମୁଖରେ ପ୍ରହାର କରିବାକୁ ଲାଗିଲେ; କିନ୍ତୁ ଗାଲ୍ଲିୟୋନ୍ ସେହି ସମସ୍ତ ବିଷୟରେ ଦୃଷ୍ଟି କଲେ ନାହିଁ।


Swiv nou:

Piblisite


Piblisite