Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସ୍କେବା ନାମକ ଜଣେ ଯିହୁଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ସ୍କେବା ନାମକ ଜଣେ ଯିହୂଦୀୟ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସ୍କେବା ନାମକ ଜଣେ ଇହୁଦୀ ପ୍ରଧାନ ଯାଜକଙ୍କର ସାତ ପୁଅ ଏହିପରି କରିବାକୁ ଚେଷ୍ଟା କଲେ।

Gade chapit la Kopi

ପବିତ୍ର ବାଇବଲ

14 ସ୍କେବାଙ୍କର ସାତ ଜଣ ପୁତ୍ର ଏହିପରି କରୁଥିଲେ। ସ୍କେବା ଜଣେ ଯିହୂଦୀୟ ମୁଖ୍ୟ ଯାଜକ ଥିଲେ।

Gade chapit la Kopi




ପ୍ରେରିତ 19:14
2 Referans Kwoze  

କିନ୍ତୁ ଭ୍ରମଣକାରୀ ଯିହୁଦୀ ଭୂତୁଡ଼ିଆମାନଙ୍କ ମଧ୍ୟରୁ କେତେକ ଜଣକୁ ଦୁଷ୍ଟ ଆତ୍ମା ଲାଗିଥିବା ଲୋକମାନଙ୍କ ଉପରେ ପ୍ରଭୁ ଯୀଶୁଙ୍କ ନାମ ଉଚ୍ଚାରଣ କରିବାକୁ ପ୍ରବୃତ୍ତ ହୋଇ କହିଲେ, ଯେଉଁ ଯୀଶୁଙ୍କୁ ପାଉଲ ପ୍ରଚାର କରୁଅଛନ୍ତି, ମୁଁ ତୁମ୍ଭମାନଙ୍କୁ ତାହାଙ୍କର ଆଦେଶ ଦେଉଅଛି।


ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?


Swiv nou:

Piblisite


Piblisite