Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେଥିରେ ମନ୍ଦ-ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ସେଥିରେ ଦୁଷ୍ଟ ଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁ; ମାତ୍ର ତୁମ୍ଭେମାନେ କିଏ?

Gade chapit la Kopi

ଓଡିଆ ବାଇବେଲ

15 ସେଥିରେ ମନ୍ଦଆତ୍ମା ସେମାନଙ୍କୁ ଉତ୍ତର ଦେଲା, ଆମ୍ଭେ ଯୀଶୁଙ୍କୁ ଜାଣୁ ଓ ପାଉଲଙ୍କୁ ଚିହ୍ନୁଁ; ମାତ୍ର ତୁମ୍ଭେମାନେ କିଏ ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ପ୍ରେତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଜାଣେ ଓ ପାଉଲଙ୍କ ବିଷୟରେ ଜଣେ; କିନ୍ତୁ ତୁମେ ସବୁ କିଏ?”

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ଜଣେ ଭୂତାତ୍ମା ସେମାନଙ୍କୁ କହିଲା, “ମୁଁ ଯୀଶୁଙ୍କୁ ଚିହ୍ନେ ଓ ପାଉଲଙ୍କୁ ମଧ୍ୟ ଜାଣେ। କିନ୍ତୁ ତୁମ୍ଭେମାନେ କିଏ?”

Gade chapit la Kopi




ପ୍ରେରିତ 19:15
12 Referans Kwoze  

ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କୁ ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି, ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁ ଥିଲେ।


ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କ ସେହି ପବିତ୍ର ବ୍ୟକ୍ତି।


ପୁଣି, ସ୍କେବା ନାମକ ଜଣେ ଯିହୁଦୀ ପ୍ରଧାନ ଯାଜକଙ୍କର ସାତ ପୁତ୍ର ଏହିପରି କରୁଥିଲେ।


ସେତେବେଳେ ମନ୍ଦ-ଆତ୍ମା ଲାଗିଥିବା ଲୋକଟା ସେମାନଙ୍କ ଉପରକୁ ଡେଇଁପଡ଼ି ସେ ଦୁଇ ଜଣଙ୍କୁ ପରାସ୍ତ କରି ସେମାନଙ୍କୁ ଏପରି ଆଘାତ କଲା ଯେ, ସେମାନେ ଉଲଗ୍ନ ଓ କ୍ଷତବିକ୍ଷତ ହୋଇ ସେହି ଘରୁ ବାହାରି ପଳାଇଗଲେ।


ଈଶ୍ବର ଯେ ଏକମାତ୍ର, ଏହା ତୁମ୍ଭେ ବିଶ୍ୱାସ କରୁଅଛ; ଭଲ କଥା, ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି।


Swiv nou:

Piblisite


Piblisite