Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟ-ମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି।

Gade chapit la Kopi

ଓଡିଆ ବାଇବେଲ

28 ଏହି କଥା ଶୁଣି ସେମାନେ କ୍ରୋଧରେ ପରିପୂର୍ଣ୍ଣ ହୋଇ ଚିତ୍କାର କରି କହିବାକୁ ଲାଗିଲେ, ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ଅଟନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

28 ଜନତା ଏହି କଥା ଶୁଣି କ୍ରୋଧାନ୍ୱିତ ହେଲେ ଓ ଚିକ୍ରାର କରି କହିଲେ, “ଆର୍ତ୍ତେମୀ ମହାଦେବୀଙ୍କର ଜୟ!”

Gade chapit la Kopi

ପବିତ୍ର ବାଇବଲ

28 ସେମାନେ ଏହା ଶୁଣି ଭୀଷଣ ରାଗିଗଲେ ଓ ଚିତ୍କାର କରି କହିଲେ, “ଏଫିସୀୟମାନଙ୍କର ଆର୍ତ୍ତେମୀ ମହାଦେବୀ ମହାନ୍ ଅଟନ୍ତି।”

Gade chapit la Kopi




ପ୍ରେରିତ 19:28
15 Referans Kwoze  

ସେମାନେ ଏକମନା, ଆଉ ସେମାନେ ସେହି ପଶୁକୁ ଆପଣାମାନଙ୍କର ଶକ୍ତି ଓ କ୍ଷମତା ଦେବେ।


ପୁଣି, ସର୍ପ ସେହି ପଶୁକୁ ଆପଣା କ୍ଷମତା ସମର୍ପଣ କରିବାରୁ ସେମାନେ ସର୍ପକୁ ପ୍ରଣାମ କଲେ; ସେମାନେ ପଶୁକୁ ମଧ୍ୟ ପ୍ରଣାମ କରି କହିଲେ, ଏହି ପଶୁ ପରି କିଏ? ଆଉ କିଏ ତାହା ସହିତ ଯୁଦ୍ଧ କରିପାରେ?


ଅତଏବ, ହେ ସ୍ୱର୍ଗ ଓ ତନ୍ନିବାସୀମାନେ, ଆନନ୍ଦ କର; ମାତ୍ର ହାୟ, ପୃଥିବୀ ଓ ସମୁଦ୍ର, ତୁମ୍ଭେମାନେ ସନ୍ତାପର ପାତ୍ର, କାରଣ ସମୟ ଅତି ଅଳ୍ପ ବୋଲି ଜାଣି ଦିଆବଳ ଆପଣା ମହାକ୍ରୋଧରେ ତୁମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛି।”


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୁଦୀମାନଙ୍କୁ ଉପଦେଶ ଦେଲେ।


ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।


ତାହାର ଜଳାଶୟ ଉପରେ ଉତ୍ତାପ ଅଛି ଓ ତାହା ଶୁଷ୍କ ହୋଇଯିବ; କାରଣ ସେ ଖୋଦିତ ପ୍ରତିମାଗଣର ଦେଶ, ଆଉ ଲୋକମାନେ ଆପଣା ଆପଣା ଦେବଗଣରେ ଉନ୍ମତ୍ତ ଅଟନ୍ତି।


ସଦାପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଭୂପତିଗଣ ଠିଆ ହୁଅନ୍ତି ଓ ଶାସନକର୍ତ୍ତୃଗଣ ଏକତ୍ର ମନ୍ତ୍ରଣା କରନ୍ତି,


ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ।


କାରଣ ଦୀମିତ୍ରୀୟ ନାମକ ଜଣେ ସ୍ୱର୍ଣ୍ଣକାର ଆର୍ତ୍ତେମୀର ରୌପ୍ୟ ମନ୍ଦିର ନିର୍ମାଣ କରୁଥିଲା, ପୁଣି, ଶିଳ୍ପକାରମାନଙ୍କର ଯଥେଷ୍ଟ ଲାଭ କରାଯାଉଥିଲା।


Swiv nou:

Piblisite


Piblisite