Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ, ଆସିଆର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାଙ୍କୁ ଅନୁରୋଧ କଲେ।

Gade chapit la Kopi

ଓଡିଆ ବାଇବେଲ

31 ଆଉ ଆସିଅାର ପ୍ରଧାନ କର୍ମଚାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

31 କେତେଜଣ ପ୍ରାଦେଶିକ କର୍ତ୍ତୃପକ୍ଷ ବନ୍ଧୁ ପାଉଲଙ୍କୁ ରଙ୍ଗଭୂମି ଭିତରକୁ ନ ଯିବା ପାଇଁ ଅନୁରୋଧ ଜଣାଇ ଏକ ବାର୍ତ୍ତା ପଠାଇଲେ।

Gade chapit la Kopi

ପବିତ୍ର ବାଇବଲ

31 ସେହି ଦେଶର କେତେକ ନେତାମାନେ ପାଉଲଙ୍କର ବନ୍ଧୁ ଥିଲେ। ସେମାନେ ତାହାଙ୍କୁ ଖେଳପଡ଼ିଆ ପାଖକୁ ନ ଯିବା ପାଇଁ ଅନୁରୋଧ କରି ଖବର ପଠାଇଲେ।

Gade chapit la Kopi




ପ୍ରେରିତ 19:31
8 Referans Kwoze  

ଏହିପରି ଦୁଇ ବର୍ଷ ପର୍ଯ୍ୟନ୍ତ ଚାଲିଲା; ସେଥିରେ ଏସିଆ-ନିବାସୀ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ପ୍ରଭୁଙ୍କ ବାକ୍ୟ ଶ୍ରବଣ କଲେ।


ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ।


ସେମାନେ ଏସିଆ ଦେଶରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,


ମନୁଷ୍ୟର ଗତି ସଦାପ୍ରଭୁଙ୍କର ତୁଷ୍ଟିକର ହେଲେ, ସେ ତାହାର ଶତ୍ରୁମାନଙ୍କୁ ମଧ୍ୟ ତାହା ସହିତ ଶାନ୍ତିରେ ବାସ କରାନ୍ତି।


ଏଥିମଧ୍ୟରେ ଜଣେ କୁଷ୍ଠରୋଗୀ ତାହାଙ୍କ ନିକଟକୁ ଆସି ଆଣ୍ଠୁପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି।


ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।


ଏଥିରେ ପାଉଲ ଲୋକମାନଙ୍କ ଭିତରକୁ ଯିବାକୁ ଇଚ୍ଛା କଲେ, କିନ୍ତୁ ଶିଷ୍ୟମାନେ ତାହାଙ୍କୁ ଯିବାକୁ ଦେଲେ ନାହିଁ।


ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।


Swiv nou:

Piblisite


Piblisite