Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେତେବେଳେ କେହି କେହି ଏ କଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ତଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ।

Gade chapit la Kopi

ଓଡିଆ ବାଇବେଲ

32 ସେତେବେଳେ କେହି କେହି ଏକଥା, କେହି କେହି ବା ସେ କଥା କହି ଚିତ୍କାର କରୁଥିଲେ, କାରଣ ସଭା ଗଣ୍ଡଗୋଳରେ ପରିପୂର୍ଣ୍ଣ ହୋଇଥିଲା, ଆଉ ସେମାନେ ଯେ କାହିଁକି ଏକତ୍ର ହୋଇଅଛନ୍ତି, ତାହା ଅଧିକାଂଶ ଜାଣି ନ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

32 ଏହି ସମୟ ମଧ୍ୟରେ ସମୁଦାୟ ସଭା ଉତ୍ତେଜନାରେ ପୂର୍ଣ୍ଣ ହେଲା। ଲୋକମାନେ ଦଳ ଦଳ ହୋଇ ବିଭିନ୍ନ ପ୍ରକାର ଚିକ୍ରାର କରୁଥିଲେ, କାରଣ ସେମାନଙ୍କ ଏକତ୍ର ହେବାର କାରଣ ମଧ୍ୟ ଜାଣି ନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

32 ଏହି ସମୟ ଭିତରେ ନାନା ଲୋକ ନାନା କଥା କହିଲେ ଓ ପାଟିକଲେ। ଅଧିକାଂଶ ଲୋକମାନେ ସେମାନଙ୍କର ଏକାଠି ହେବାର କାରଣ ଜାଣି ନ ଥିଲେ। ଏହା ଫଳରେ ସଭାରେ ପାଟିତୁଣ୍ଡ ହେଉଥିଲା।

Gade chapit la Kopi




ପ୍ରେରିତ 19:32
6 Referans Kwoze  

ସେଥିରେ ଲୋକମାନଙ୍କ ମଧ୍ୟରୁ କେହି ଏ କଥା, କେହି କେହି ସେକଥା କହି ଚିତ୍କାର କରିବାକୁ ଲାଗିଲେ। ଆଉ, ସେ ଗଣ୍ଡଗୋଳର କାରଣ ନିଶ୍ଚୟରୂପେ କିଛି ଜାଣି ନ ପାରିବାରୁ, ତାହାଙ୍କୁ ଗଡ଼କୁ ନେଇଯିବା ପାଇଁ ଆଦେଶ ଦେଲେ।


କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ।


ଏଥିରେ ନଗରଟି ଗଣ୍ଡଗୋଳରେ ପରିପୂର୍ଣ୍ଣ ହେଲା, ଆଉ ସେମାନେ ଏକଯୋଗରେ ପାଉଲଙ୍କ ସହଯାତ୍ରୀ ମାକିଦନିଆର ଗାୟ ଓ ଆରିସ୍ତାର୍ଖଙ୍କୁ ଧରି ବଡ଼ ବେଗରେ ରଙ୍ଗଭୂମିକୁ ଦୌଡ଼ିଗଲେ।


ଆଉ ଏସିଆର ପ୍ରଧାନ କର୍ମକାରୀମାନଙ୍କ ମଧ୍ୟରୁ ସୁଦ୍ଧା କେତେକ ଜଣ ତାହାଙ୍କ ବନ୍ଧୁ ଥିବାରୁ ଲୋକ ପଠାଇ ରଙ୍ଗଭୂମି ମଧ୍ୟକୁ ଦୁଃସାହସ କରି ନ ଯିବାକୁ ତାହାଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite