Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ଅତଏବ, ଏହିସବୁ କଥା ଅଖଣ୍ତନୀୟ ହେବାରୁ ତୁମ୍ଭମାନଙ୍କର ଶା; ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।

Gade chapit la Kopi

ଓଡିଆ ବାଇବେଲ

36 ଅତଏବ ଏହି ସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନା ରେ କୌଣସି କର୍ମ ନ କରିବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

36 କେହି ଏହା ଅସ୍ୱୀକାର କରିପାରେ ନାହିଁ। ତେଣୁ ତୁମେ ସବୁ ଶାନ୍ତ ହୁଅ। କୌଣସି ଅବିବେକୀ କାର୍ଯ୍ୟ କର ନାହିଁ।

Gade chapit la Kopi

ପବିତ୍ର ବାଇବଲ

36 ଏ କଥା କେହି ଅସତ୍ୟ ବୋଲି କହିପାରିବେ ନାହିଁ। ତେଣୁ ତୁମ୍ଭେମାନେ ଶାନ୍ତ ରହିବା ଉଚିତ୍। ପ୍ରଥମେ କିଛି ନଭାବି ତୁମ୍ଭେମାନେ କିଛି କରିବା ଅନୁଚିତ୍।

Gade chapit la Kopi




ପ୍ରେରିତ 19:36
7 Referans Kwoze  

ଯେ କ୍ରୋଧ କରିବାରେ ଧୀର, ସେ ବଡ଼ ବୁଦ୍ଧିମାନ; ପୁଣି, ହଠାତ୍‍ କ୍ରୋଧୀ ଅଜ୍ଞାନତାରୂପ ଧ୍ୱଜା ଟେକେ।


ବିବାଦ କରିବାକୁ ହଠାତ୍‍ ବାହାରକୁ ଯାଅ ନାହିଁ, ଗଲେ ତହିଁର ଶେଷରେ ତୁମ୍ଭ ପ୍ରତିବାସୀ ତୁମ୍ଭକୁ ଲଜ୍ଜିତ କଲା ଉତ୍ତାରେ ତୁମ୍ଭେ କଅଣ କରିବ?


ଯେହେତୁ ସେମାନେ ମୋଶାଙ୍କ ଆତ୍ମା ପ୍ରତିକୂଳରେ ବିଦ୍ରୋହୀ ହୁଅନ୍ତେ, ସେ ଆପଣା ଓଷ୍ଠାଧରରେ ଅବିବେଚନାର କଥା କହିଲେ।


ପରେ ନଗର-ବେବର୍ତ୍ତା ଲୋକସମୂହକୁ ଶାନ୍ତ କରାଇ କହିଲେ, ହେ ଏଫିସୀୟ ଲୋକମାନେ, ଏଫିସ ନଗରୀ ଯେ ମହାଦେବୀ ଆର୍ତ୍ତେମୀ ଓ ଆକାଶରୁ ପତିତ ପ୍ରତିମାର ମନ୍ଦିର ପରିଚାରିକା, ଏହା କିଏ ନ ଜାଣେ?


କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।


ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ବରପ୍ରିୟ ନ ହୋଇ ବରଂ ବିଳାସ-ପ୍ରିୟ ହେବେ;


Swiv nou:

Piblisite


Piblisite