Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହନ୍ତି କିମ୍ଵା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହନ୍ତି।

Gade chapit la Kopi

ଓଡିଆ ବାଇବେଲ

37 କାରଣ ଏହି ଯେଉଁ ଲୋକମାନଙ୍କୁ ତୁମ୍ଭେମାନେ ଘେନି ଆସିଅଛ, ଏମାନେ ତ ମନ୍ଦିର ଲୁଣ୍ଠନକାରୀ ନୁହଁନ୍ତି, କିମ୍ବା ଆମ୍ଭମାନଙ୍କ ଦେବୀଙ୍କ ନିନ୍ଦକ ନୁହଁନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

37 ଏହି ଲୋକମାନେ ମନ୍ଦିରରୁ କିଛି ଚୋରୀ କରି ନାହାନ୍ତି, କିମ୍ବା ଆମ ଦେବୀଙ୍କ ବିରୁଦ୍ଧରେ କୌଣସି କୁତ୍ସାଜନକ କଥା କହି ନାହାନ୍ତି, ତଥାପି ତୁମେ ଏମାନଙ୍କୁ ଧରି ଆଣିଛ।

Gade chapit la Kopi

ପବିତ୍ର ବାଇବଲ

37 “ତୁମ୍ଭେମାନେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସେମାନେ କୌଣସି ମନ୍ଦିର ଲୁଟ କରି ନାହାନ୍ତି ବା ଆମ୍ଭ ଦେବୀଙ୍କର ଅପମାନ କରି ନାହାନ୍ତି।

Gade chapit la Kopi




ପ୍ରେରିତ 19:37
5 Referans Kwoze  

ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,


ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ତୁମ୍ଭେ ଯେ ପ୍ରତିମା ଘୃଣା କରୁଅଛ, କଅଣ ମନ୍ଦିର ଲୁଣ୍ଠନ କରୁଅଛ?


ଯିହୁଦୀ ବା ଗ୍ରୀକ୍‍ ବା ଈଶ୍ବରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୁଦୀମାନଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ।


ଅତଏବ ଏହିସବୁ କଥା ଅଖଣ୍ଡନୀୟ ହେବାରୁ ତୁମ୍ଭମାନଙ୍କର ଶାନ୍ତ ହେବା ଓ ଅବିବେଚନାରେ କୌଣସି କର୍ମ ନ କରିବା ଉଚିତ।


Swiv nou:

Piblisite


Piblisite