ପ୍ରେରିତ 19:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)40 କାରଣ ପ୍ରକୃତରେ ଆଜିର ଗଣ୍ତଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ତଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ। Gade chapit laଓଡିଆ ବାଇବେଲ40 କାରଣ ପ୍ରକୃତରେ ଆଜିର ଗଣ୍ଡଗୋଳ ଘେନି ଆମ୍ଭମାନଙ୍କ ବିରୁଦ୍ଧରେ ଅଭିଯୋଗ ହେବାର ଆଶଙ୍କା ଅଛି; ଆମ୍ଭେମାନେ ଏହି ଗଣ୍ଡଗୋଳର କୌଣସି କାରଣ ଦେଖାଇ ପାରିବୁ ନାହିଁ । Gade chapit laପବିତ୍ର ବାଇବଲ (CL) NT (BSI)40 ଆଜି ଯାହା ଘଟିଛି, ସେଥିରେ ଆମ ବିରୁଦ୍ଧରେ ହିଂସାକାଣ୍ଡ ଘଟାଇବା ଅଭିଯୋଗର ଆଶଙ୍କା ଅଛି; ଆମ୍ଭେମାନେ ଏହି ସମସ୍ତ ଗଣ୍ଡଗୋଳର କୌଣସି ଯଥାର୍ଥ କାରଣ ଦର୍ଶାଇ ପାରିବୁ ନାହିଁ।” Gade chapit laପବିତ୍ର ବାଇବଲ40 ଆଜିର ଜନ ସଭାରେ ଆନ୍ଦୋଳନ ସକାଶେ ଆମ୍ଭେ ଦୋଷୀ ହୋଇପାରୁ, ଯେହେତୁ ଆମ୍ଭପାଖରେ ଏହାର କୌଣସି ଯଥାର୍ଥ କାରଣ ନାହିଁ।” Gade chapit la |