Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

5 ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଏହା ଶୁଣି ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କଲେ।

Gade chapit la Kopi

ପବିତ୍ର ବାଇବଲ

5 ସେମାନେ ଏ କଥା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ।

Gade chapit la Kopi




ପ୍ରେରିତ 19:5
7 Referans Kwoze  

କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ।


କିନ୍ତୁ ଫିଲିପ୍ପ ଈଶ୍ବରଙ୍କ ରାଜ୍ୟ ଓ ଯୀଶୁ ଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ।


ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ।


ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ,


ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ।


Swiv nou:

Piblisite


Piblisite