ପ୍ରେରିତ 2:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ସମବେତ ଥିଲେ। Gade chapit laଓଡିଆ ବାଇବେଲ1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)1 ପେଣ୍ଟିକଷ୍ଟ ଦିନରେ ଖ୍ରୀଷ୍ଟ ବିଶ୍ୱାସୀ ସମସ୍ତେ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲେ। Gade chapit laପବିତ୍ର ବାଇବଲ1 ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ। Gade chapit la |
ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, “ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ,” ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା