ପ୍ରେରିତ 2:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, Gade chapit laପବିତ୍ର ବାଇବଲ (Re-edited) - (BSI)2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ତ ପବନର ଶଦ୍ଦ ତୁଲ୍ୟ ଗୋଟିଏ ଶଦ୍ଦ ଅକସ୍ମାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ସର୍ବତ୍ର ବ୍ୟାପିଗଲା, Gade chapit laଓଡିଆ ବାଇବେଲ2 ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, Gade chapit laପବିତ୍ର ବାଇବଲ (CL) NT (BSI)2 ହଠାତ୍ ପ୍ରଚଣ୍ଡ ବାୟୁ ବାହିବାର ଶବ୍ଦ ଭଳି ଆକାଶରୁ ଏକ ଶବ୍ଦ ହେଲା ଓ ଯେଉଁ ଗୃହରେ ସେମାନେ ବସିଥିଲେ, ତାହ ସେହି ଶବ୍ଦରେ ପୂର୍ଣ୍ଣ ହେଲା। Gade chapit laପବିତ୍ର ବାଇବଲ2 ସେତେବେଳେ ହଠାତ୍ ଆକାଶରୁ ଗୋଟିଏ ଶବ୍ଦ ଶୁଣାଗଲା। ଏହି ଶବ୍ଦ ଗୋଟିଏ ଭୀଷଣ ଝଡ଼ ବହିବା ପରି ଥିଲା। ଶବ୍ଦଟି ସେମାନେ ଯେଉଁ ଘର ଭିତରେ ବସିଥିଲେ, ସେହି ଘରର ଗ୍ଭରିଆଡ଼େ ବ୍ୟାପି ଗଲା। Gade chapit la |
ଏଥିରେ ସେ କହିଲେ, “ତୁମ୍ଭେ ବାହାର ହୋଇ ଏହି ପର୍ବତରେ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୁଅ।” ଆଉ ଦେଖ, ସଦାପ୍ରଭୁ ନିକଟ ଦେଇ ଗମନ କଲେ, ତହିଁରେ ପ୍ରବଳ ଓ ପ୍ରଚଣ୍ଡ ବାୟୁ ସଦାପ୍ରଭୁଙ୍କ ସମ୍ମୁଖରେ ପର୍ବତଗଣକୁ ବିଦୀର୍ଣ୍ଣ କଲା ଓ ଶୈଳସବୁ ଭାଙ୍ଗି ଖଣ୍ଡ ଖଣ୍ଡ କଲା; ମାତ୍ର ସଦାପ୍ରଭୁ ସେହି ବାୟୁରେ ନ ଥିଲେ; ପୁଣି, ବାୟୁ ଉତ୍ତାରେ ଭୂମିକମ୍ପ ହେଲା; ମାତ୍ର ସଦାପ୍ରଭୁ ସେହି ଭୂମିକମ୍ପରେ ନ ଥିଲେ।
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।