Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ପ୍ରଭୁଙ୍କର ମହତ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ପ୍ରଭୁଙ୍କର ମହତ୍ ଓ ପ୍ରସିଦ୍ଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ।

Gade chapit la Kopi

ଓଡିଆ ବାଇବେଲ

20 ପ୍ରଭୁଙ୍କର ମହତ ଓ ପ୍ରସିଦଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ପ୍ରଭୁଙ୍କର ମହା ଗୌରବମୟ ଦିବସର ଆଗମନ ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ରକ୍ତ ପରି ଲୋହିତ ବର୍ଣ୍ଣ ହେବ।

Gade chapit la Kopi

ପବିତ୍ର ବାଇବଲ

20 ପ୍ରଭୁଙ୍କର ସେହି ମହତ୍ ଓ ପ୍ରସିଦ୍ଧ ଦିନ ଆସିବା ପୂର୍ବରୁ ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତ ବର୍ଣ୍ଣ ହୋଇଯିବ।

Gade chapit la Kopi




ପ୍ରେରିତ 2:20
25 Referans Kwoze  

ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।


ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।


“ମାତ୍ର ସେହି ସମୟର କଷ୍ଟ ପରେ ‘ହଠାତ୍‍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ, ପୁଣି, ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ।’


କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।


ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ପ୍ରେରଣ କରିବା।


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର! ଦେଶ ନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।


“ପୁଣି, ସୂର୍ଯ୍ୟ, ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ, ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ; ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ,


“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,


ଦଣ୍ଡାଜ୍ଞାର ଉପତ୍ୟକାରେ ଲୋକାରଣ୍ୟ, ଲୋକାରଣ୍ୟ! କାରଣ ଦଣ୍ଡାଜ୍ଞାର ଉପତ୍ୟକାରେ ସଦାପ୍ରଭୁଙ୍କର ଦିନ ସନ୍ନିକଟ ହୋଇଅଛି।


ଚତୁର୍ଥ ଦୂତ ଆପଣା ପାତ୍ର ସୂର୍ଯ୍ୟ ଉପରେ ଢାଳିଲେ; ତହୁଁ ତାହାକୁ ମନୁଷ୍ୟମାନଙ୍କୁ ଅଗ୍ନିରେ ଦଗ୍ଧ କରିବାକୁ ଶକ୍ତି ଦିଆଗଲା।


ମେଷଶାବକ ଷଷ୍ଠ ମୁଦ୍ରା ଭାଙ୍ଗିବା ସମୟରେ ମୁଁ ଦେଖିଲି, ମହା ଭୂମିକମ୍ପ ହେଲା, ସୂର୍ଯ୍ୟ ଚଟବସ୍ତ୍ର ପରି କଳା ବର୍ଣ୍ଣ ଓ ଚନ୍ଦ୍ର ସମ୍ପୂର୍ଣ୍ଣ ରକ୍ତ ବର୍ଣ୍ଣ ପରି ହେଲା,


ଏପରି ଲୋକକୁ ଶରୀରର ବିନାଶ ନିମନ୍ତେ ଶୟତାନର ହସ୍ତରେ ସମର୍ପଣ କରିବା ଉଚିତ, ଯେପରି ପ୍ରଭୁ ଯୀଶୁଙ୍କ ଦିନରେ ତାହାର ଆତ୍ମା ରକ୍ଷା ପାଇ ପାରେ।


ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା।


ମୁଁ ପୃଥିବୀକୁ ଅନାଇଲି, ଆଉ ଦେଖ, ତାହା ନିର୍ଜନ ଓ ଶୂନ୍ୟ ଥିଲା; ଆକାଶମଣ୍ଡଳକୁ ଅନାଇଲି, ଆଉ ତହିଁରେ ଦୀପ୍ତି ନ ଥିଲା।


କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ, ଏହା ସିୟୋନର ବିବାଦ ସମ୍ବନ୍ଧୀୟ ପ୍ରତିଫଳର ବର୍ଷ।


ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।


ଯେକୌଣସି ଲୋକର ଉଦ୍ଦେଶ୍ୟ ମିଳିବ, ତାହାକୁ ଅସ୍ତ୍ରବିଦ୍ଧ ହେବ ଓ ଯେକୌଣସି ଲୋକକୁ ଧରାଯିବ, ସେ ଖଡ୍ଗରେ ପତିତ ହେବ।


ଦେଖ, ଦେଶ ଧ୍ୱଂସ କରିବାକୁ ଓ ତହିଁ ମଧ୍ୟରୁ ପାପୀମାନଙ୍କୁ ବିନାଶ କରିବାକୁ ସଦାପ୍ରଭୁଙ୍କର ଦିନ ଭୟଙ୍କର; କ୍ରୋଧ ଓ ପ୍ରଚଣ୍ଡ କ୍ରୋଧ ସଂଯୁକ୍ତ ହୋଇ ଆସୁଅଛି।


କାରଣ ଆକାଶମଣ୍ଡଳର ତାରାଗଣ ଓ ତହିଁର ନକ୍ଷତ୍ରଗଣ ଦୀପ୍ତି ଦେବେ ନାହିଁ; ସୂର୍ଯ୍ୟ ଆପଣା ଉଦୟ ସମୟରେ ଅନ୍ଧାରଗ୍ରସ୍ତ ହେବ ଓ ଚନ୍ଦ୍ର ଆପଣା ଜ୍ୟୋତ୍ସ୍ନା ପ୍ରକାଶ କରିବ ନାହିଁ।


ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।


ଆମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୁତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା।


ଆଉ, ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ।


Swiv nou:

Piblisite


Piblisite