ପ୍ରେରିତ 2:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ “ମନ-ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)38 ତେଣୁ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପକ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ। Gade chapit laଓଡିଆ ବାଇବେଲ38 ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ । Gade chapit laପବିତ୍ର ବାଇବଲ (CL) NT (BSI)38 ପିତର ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ପ୍ରତ୍ୟେକେ ପାପରୁ ବିମୁଖ ହୋଇ ତୁମ ପାପକ୍ଷମା ନିମନ୍ତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଜଳଦୀକ୍ଷା ଗ୍ରହଣ କର; ତାହାହେଲେ ତୁମ୍ଭେମାନେ ଈଶ୍ୱରଙ୍କ ଦାନ ପବିତ୍ରଆତ୍ମାଙ୍କୁ ପାଇବ। Gade chapit laପବିତ୍ର ବାଇବଲ38 ପିତର ସେମାନଙ୍କୁ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର ହୃଦୟ ଓ ଜୀବନ ପରିବର୍ତ୍ତନ କର। ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକଙ୍କୁ ନିଜ ପାପ କ୍ଷମା ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବାକୁ ପଡ଼ିବ। ତେବେ ତୁମ୍ଭେମାନେ ପବିତ୍ରଆତ୍ମାର ଦାନ ପାଇବ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।