ପ୍ରେରିତ 2:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। Gade chapit laଓଡିଆ ବାଇବେଲ4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ । Gade chapit laପବିତ୍ର ବାଇବଲ (CL) NT (BSI)4 ସେମାନେ ସମସ୍ତେ ପବିତ୍ରଆତ୍ମାଙ୍କରେ ପୂର୍ଣ୍ଣ ହେଲେ ଓ ଆତ୍ମାଙ୍କ ଚାଳନାରେ ବିଭିନ୍ନ ଭାଷାରେ କଥା କହିବାକୁ ଲାଗିଲେ। Gade chapit laପବିତ୍ର ବାଇବଲ4 ସମସ୍ତେ ପବିତ୍ରଆତ୍ମାରେ ପରିପୂର୍ଣ୍ଣ ହେଲେ। ପବିତ୍ରଆତ୍ମାଙ୍କ ଦ୍ୱାରା ପାଉଥିବା ଶକ୍ତି ସାହାଯ୍ୟରେ ସେମାନେ ଭିନ୍ନ ଭିନ୍ନ ଭାଷାରେ କଥା କହିବାକୁ ଆରମ୍ଭ କଲେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।